ଜଳଛତ୍ରରେ ମିଶିଥିଲା ବିଷ! ପାଣି ପିଇ ୩ ଗୁରୁତର

ମାଲକାନଗିରି (ଜିତେନ୍ଦ୍ର ବେଉରା): ଜଳଛତ୍ର ମାଠିଆରୁ ପାଣି ପିଇ ୩ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଏମଭି ୭୯ ଥାନା ଶିମିଳିବାଞ୍ଛା ପଞ୍ଚାୟତର ଏମ୍‌ଭି ୪୯ ଗାଁରେ। ଅସୁସ୍ଥଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ଜଣାଯାଇଛି। ସମସ୍ତଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏମ୍‌ଭି ୪୯ ଗ୍ରାମ ମୁଖ୍ୟ ଛକରେ ସପ୍ତାହେ ତଳେ ଜଳଛତ୍ର କେନ୍ଦ୍ର ଖୋଲାଯାଇଥିଲା। ଗତକାଲି ଗାଁର ନାବାଳିକା ସମେତ ତିନି ଜଣ ବ୍ୟକ୍ତି […]

malkangiri

malkangiri

Tapaswini Nayak
  • Published: Thursday, 21 April 2022
  • Updated: 21 April 2022, 12:40 PM IST

Sports

Latest News

ମାଲକାନଗିରି (ଜିତେନ୍ଦ୍ର ବେଉରା): ଜଳଛତ୍ର ମାଠିଆରୁ ପାଣି ପିଇ ୩ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଏମଭି ୭୯ ଥାନା ଶିମିଳିବାଞ୍ଛା ପଞ୍ଚାୟତର ଏମ୍‌ଭି ୪୯ ଗାଁରେ। ଅସୁସ୍ଥଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ଜଣାଯାଇଛି। ସମସ୍ତଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଏମ୍‌ଭି ୪୯ ଗ୍ରାମ ମୁଖ୍ୟ ଛକରେ ସପ୍ତାହେ ତଳେ ଜଳଛତ୍ର କେନ୍ଦ୍ର ଖୋଲାଯାଇଥିଲା। ଗତକାଲି ଗାଁର ନାବାଳିକା ସମେତ ତିନି ଜଣ ବ୍ୟକ୍ତି ଯାଇ ଜଳଛତ୍ରରୁ ପାଣି ପିଇଥିଲେ। ପରେ ସେମାନଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ସେମାନଙ୍କୁ ଦୁର୍ବଳ ଲାଗିଥିଲା। ପରିବାର ଲୋକେ ସେମାନଙ୍କୁ ପ୍ରଥମେ କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିଛି ବିଷାକ୍ତ ଜିନିଷ ଖାଇବା ଯୋଗୁ ତିନି ଜଣ ଅସୁସ୍ଥ ଥିବା ଡାକ୍ତର କହିଛନ୍ତି। ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

ଜଳଛତ୍ର ପାଣିରେ କେହି ଦୁର୍ବୃତ୍ତ ବିଷ ମିଶାଇ ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି। ଜଳ ଛତ୍ର ପାଣିକୁ ପରୀକ୍ଷା କଲେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story