ନିଆଁରେ ପୋଡ଼ି ୩ ଗୁରୁତର

Ordigital Desk
  • Published: Saturday, 17 March 2018
  • , Updated: 17 March 2018, 11:23 AM IST
<p>କଟକ(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ବାଙ୍କି ପଶାଣିଆରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ ଗ୍ୟାସ ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ସରସ୍ୱତୀ କର, ବାବୁଲି କର ଓ ଆଦିତ୍ୟ କର। ସରସ୍ୱତୀଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ କଟକ ଏସ୍&zwnj;ସିବିରେ ଭର୍ତ୍ତି କରାଯାଇଛି। କିଭଳି ଓ କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ।</p>

Related story