ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ସୋରଳ ଜଙ୍କସନ୍ରୁ ଏକ କାରରୁ ୪ କେଜି ୬୬୪ ଗ୍ରାମ ସୁନା ଓ ୧୮୫.୫ କେଜି ରୁପା ଜବତ କରିଛି ଗୋଳନ୍ଥରା ଥାନା ପୁଲିସ୍। ଏହାର ମୂଲ୍ୟ ପ୍ରାୟ ୩ କୋଟି ୧୦ ଟଙ୍କା ହେବ ବୋଲି ଆକଳନ କରାଯାଇଛି।
ପୁଲିସ୍ର ସୂଚନା ଅନୁଯାୟୀ, ତାମିଲନାଡୁରୁ ବ୍ରହ୍ମପୁର ବଡ଼ ବଜାରକୁ ଏହି ସୁନା ଓ ରୁପା ଚାଲାଣ ହେଉଥିଲା। କାର୍ରେ ଲୁଚାଇ ଏହି ସୁନା ଓ ରୁପାକୁ ନିଆଯାଉଥିଲା।
ପୁଲିସ୍ ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖିଛି। ସମସ୍ତେ ତାମିଲନାଡୁର ବୋଲି ଜଣାପଡ଼ିଛି।
ପୁଲିସ୍ ଘଟଣା ସଂପର୍କରେ ପଚରାଉଚର କରୁଥିବା ବେଳେ GST ଓ IT ଡିପାର୍ଟମେଣ୍ଟକୁ ମଧ୍ୟ ଅବଗତ କରିଛି। GST ଫାଙ୍କିବା ପାଇଁ ଏତେ ପରିମାଣର ସୁନା ଓ ରୁପାକୂ ଲୁଚାଇ ଚାଲାଣ କରାଯାଉଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ଭୁବନେଶ୍ୱରରେ ହାଫ୍ ଡେ' ସ୍କୁଲ୍
ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ
୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।