ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା; ତିନି ମୃତ, ଦୁଇ ଗୁରୁତର

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ନାଇକାନାଳି ଠାରେ ୧୪୯ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ୍‌ ଟ୍ରକ-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ  ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଭୁପେଶ ସାହୁ, ଧନୁର୍ଜୟ ନାୟକ ଓ କ୍ରିଷ୍ଣା କୁମାର ସାହୁ। ଆହତ ସାଗର କୁମାର ବାରିକ ଓ ବିକାଶ କୁମାର ମଙ୍ଗାକୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି […]

accident...

accident...

Tapaswini Nayak
  • Published: Saturday, 13 July 2019
  • Updated: 13 July 2019, 10:27 AM IST

Sports

Latest News

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ନାଇକାନାଳି ଠାରେ ୧୪୯ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ୍‌ ଟ୍ରକ-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ  ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।

ମୃତକମାନେ ହେଲେ ଭୁପେଶ ସାହୁ, ଧନୁର୍ଜୟ ନାୟକ ଓ କ୍ରିଷ୍ଣା କୁମାର ସାହୁ। ଆହତ ସାଗର କୁମାର ବାରିକ ଓ ବିକାଶ କୁମାର ମଙ୍ଗାକୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଘର ରାଉରକେଲାରେ ବୋଲି ଜଣାପଡ଼ିଛି।

ଗତକାଲି ସମସ୍ତେ ଖୋର୍ଦ୍ଧା ଜଙ୍କିଆ ଅଞ୍ଚଳକୁ ଏକ ବିବାହରେ ଯୋଗଦେବାକୁ ଯାଇଥିଲେ। ବାହାଘର ସରିବା ପରେ ରାତିରେ ସେମାନେ ରାଉରକେଲା ଫେରୁଥିବା ବେଳେ ଏହି ଦୁର୍ଘଟଣା  ଘଟିଥିଲା।

ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ଆହତଙ୍କ ମାନଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story