ଘାଟିରୁ ଟ୍ରକ୍ ଓଲଟି ୩ ମୃତ, ୪ ଆହତ

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ଗୋନାସିକା-ଜନ୍ତାରୀ ରାସ୍ତାର ଭିଆର୍‌ ଘାଟିରେ ଆଜି ଏକ ଟ୍ରକ୍‌ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଟ୍ରକ୍‌ଟି ନଳକୂପ ସରଞ୍ଜାମ ନେଇ ଯାଉଥିବା ବେଳେ ଭିଆର୍‌ ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଡାଲାରେ ବସିଥିବା ତିନି ଜଣ ଶ୍ରମିକ ଏହା […]

accident

accident

Jitendra Garnayak
  • Published: Friday, 26 April 2019
  • Updated: 27 April 2019, 11:10 AM IST

Sports

Latest News

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ଗୋନାସିକା-ଜନ୍ତାରୀ ରାସ୍ତାର ଭିଆର୍‌ ଘାଟିରେ ଆଜି ଏକ ଟ୍ରକ୍‌ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଟ୍ରକ୍‌ଟି ନଳକୂପ ସରଞ୍ଜାମ ନେଇ ଯାଉଥିବା ବେଳେ ଭିଆର୍‌ ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଡାଲାରେ ବସିଥିବା ତିନି ଜଣ ଶ୍ରମିକ ଏହା ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭର ଓ କ୍ୟାବିନ୍‌ରେ ବସିଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି।

truckaccidentକାଞ୍ଜିପାଣି ଥାନା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ପୁଲିସ୍ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story