ବସ୍‌କୁ ପଛରୁ ପିଟିଲା ଟ୍ରକ୍‌: ୩ ମୃତ, ୯ ଆହତ

ବାଲୁଗାଁ (ଶକ୍ତି ପ୍ରସାଦ ମହାପାତ୍ର): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ବେଲପଡ଼ା ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ବସ୍‌କୁ ଟ୍ରକ୍‌ଟିଏ ପଛରୁ ଧକ୍କା ଦେବା ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତାହତମାନେ ଗଞ୍ଜାମ ଜିଲ୍ଲା ଗୋପାଳପୁର ଅଞ୍ଚଳର। ଡ୍ରାଇଭରକୁ ମିଶାଇ ବସ୍‌ଟିରେ ମୋଟ ୧୯ ଜଣ […]

Accident

Accident

Jitendra Garnayak
  • Published: Saturday, 27 November 2021
  • Updated: 27 November 2021, 12:11 PM IST

Sports

Latest News

ବାଲୁଗାଁ (ଶକ୍ତି ପ୍ରସାଦ ମହାପାତ୍ର): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ବେଲପଡ଼ା ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ବସ୍‌କୁ ଟ୍ରକ୍‌ଟିଏ ପଛରୁ ଧକ୍କା ଦେବା ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ମୃତାହତମାନେ ଗଞ୍ଜାମ ଜିଲ୍ଲା ଗୋପାଳପୁର ଅଞ୍ଚଳର। ଡ୍ରାଇଭରକୁ ମିଶାଇ ବସ୍‌ଟିରେ ମୋଟ ୧୯ ଜଣ ଥିଲେ। ସେମାନେ ଗତକାଲି ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରି ଫେରୁଥିଲେ। ରାତି ପ୍ରାୟ ୩ଟା ବେଳେ ବସ୍‌ଟି ବେଲପଡ଼ା ନିକଟରେ ଅଟକି ଥିଲା। କିଛି ଯାତ୍ରୀ ଓହ୍ଲାଇ ପରିସ୍ରା କରିବାକୁ ଯାଇଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ୍ ବସ୍‌ଟିକୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ବାଲୁଗାଁ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ। ଆହତ ହୋଇଥିବା ୯ ଜଣଙ୍କୁ ପ୍ରଥମେ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story