Advertisment

ଓଲଟିଲା ପିକ୍‌ଅପ୍ ଭ୍ୟାନ୍;  ୩ମୃତ

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡିଦେଉଳି-ବିରୁଳିଗଡ଼ ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୩  ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି  ଦୁର୍ଘଟଣାରେ ୯ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତଙ୍କ ଘର ଗଞ୍ଜାମ ବ୍ଳକ ଡିଆଁଡି ଗାଁରେ। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ବ୍ରହ୍ମପୁର ନିକଟସ୍ଥ ଭାବନ୍ଧସ୍ଥିତ କ୍ରସରକୁ କାମ କରିବାକୁ ଯାଉଥିଲେ। ଏହି ସମୟରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଖଣ୍ଡିଦେଉଳି- ବିରୁଳିଗଡ଼ ରାସ୍ତା କଡ଼କୁ […]

ଓଲଟିଲା ପିକ୍‌ଅପ୍ ଭ୍ୟାନ୍;  ୩ମୃତ

accident

Advertisment

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡିଦେଉଳି-ବିରୁଳିଗଡ଼ ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୩  ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି  ଦୁର୍ଘଟଣାରେ ୯ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତଙ୍କ ଘର ଗଞ୍ଜାମ ବ୍ଳକ ଡିଆଁଡି ଗାଁରେ।

Advertisment

ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ବ୍ରହ୍ମପୁର ନିକଟସ୍ଥ ଭାବନ୍ଧସ୍ଥିତ କ୍ରସରକୁ କାମ କରିବାକୁ ଯାଉଥିଲେ। ଏହି ସମୟରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଖଣ୍ଡିଦେଉଳି- ବିରୁଳିଗଡ଼ ରାସ୍ତା କଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ରମ୍ଭା ପୁଲିସ୍‌  ପହଞ୍ଚି  ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ୯ ଶ୍ରମିକଙ୍କୁ  ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe