ଜଳିଗଲା ଜୋତା ଦୋକାନ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍ ଖନ୍ତାପଡ଼ାରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଏକ ଜୋତା ଦୋକାନ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଆଉ କିଛି ନଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ସଟ୍ ସର୍କିଟ୍ ଯୋଗୁ ଦୋକାନରେ ନିଆଁ ଲାଗି ଯାଇଥିବା କୁହାଯାଉଛି। ନିଆଁରେ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜୋତା ପୋଡ଼ି ପାଉଁଶ ହୋଇଯାଇଥିବା […]

shoes00

shoes00

Tapaswini Nayak
  • Published: Monday, 28 October 2019
  • Updated: 28 October 2019, 09:05 AM IST

Sports

Latest News

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍ ଖନ୍ତାପଡ଼ାରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଏକ ଜୋତା ଦୋକାନ ଜଳି ପାଉଁଶ ହୋଇଯାଇଛି।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଆଉ କିଛି ନଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ସଟ୍ ସର୍କିଟ୍ ଯୋଗୁ ଦୋକାନରେ ନିଆଁ ଲାଗି ଯାଇଥିବା କୁହାଯାଉଛି। ନିଆଁରେ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜୋତା ପୋଡ଼ି ପାଉଁଶ ହୋଇଯାଇଥିବା କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story