କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟି ଜିଲ୍ଲା ସୁନାବେଡ଼ା ବସଷ୍ଟାଣ୍ଡ ନିକଟରୁ ବିପୁଳ ପରିମାଣର ନକଲି ନୋଟ୍ ଜବତ । ୩ଲକ୍ଷ ୨୮ ହଜାର ୩ଶହ ଟଙ୍କାର ଜାଲ ନୋଟ ଜବତ କରିଛି ସ୍ପେଶାଲ ଟାସ୍କ ଫୋର୍ସ । ଏହି ଘଟଣାରେ ଏସଟିଫ୍ ଜଣକୁ ଗିରଫ କରିଛି । ଗିରଫ ବ୍ୟକ୍ତି ଜଣକ ହେଲେ କୋରାପୁଟ ଜିଲ୍ଲା ଆନନ୍ଦପୁର ଲେକିଗଡାର ଅନାମ ଖିଲ ।
ଅନାମ ଖିଲ ଜାଲ ନୋଟର ବେଆଇନ୍ କାରବାର ଚଲାଉଥିବା ନେଇ ଏସଟିଏଫକୁ ବିଶ୍ୱସ୍ତ ସ୍ୱତ୍ରରୁ ଖବର ମିଳିବା ପରେ ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ ଅନାମ ଠାରୁ ବିପୁଳ ପରିମାଣର ଜାଲ ନୋଟ ମିଳିବା ସହ ବିଭିନ୍ନ ପ୍ରକାର ଅପରାଧିକ ସାମଗ୍ରୀ ମଧ୍ୟ ଜବତ କରିଛି ଏସଟିଏଫ । ପୁଲିସ ଏନେଇ ସୁନାବେଡ଼ା ଥାନାରେ ଏକ ମାମଲା ରୁଜୁ କରି ତାକୁ ଗିରଫ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।