ଭୁବନେଶ୍ୱର: ତିନି ଜଣ କ୍ୟାଡର ମାଓବାଦୀ ସୋମବାର ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛତିଶଗଡ଼ ଡିଭିଜନର ହୋଇଥିବା ବେଳେ ଆଉ ଦୁଇ ଜଣ ହେଉଛନ୍ତି ମାଲକାନଗିରି ଡିଭିଜନର। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ବି ଅଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ ଇର୍ମା କବାସୀ, ଏରା ମାଡ଼କାମୀ ଓ ରାଧିକ। ଏହି ତିନି ଜଣଙ୍କ ନାଁରେ ମୋଟ ୨୯ଟି ମାମଲା ରହିଛି। ଇର୍ମା କବାସୀ ନାଁରେ ଅନେକ ସଂଗୀନ ମାମଲା ରହିଛି। ଛତିଶଗଡ଼ର ଦରଭା ଘାଟିରେ କଂଗ୍ରେସ ନେତାମାନଙ୍କ ଉପରେ ହୋଇଥିବା ମାଓବାଦୀ ଆକ୍ରମଣରେ ସେ ସଂପୃକ୍ତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।