ଶପଥ ନେଲେ ୩ ନୂଆ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି।   ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ […]

oath ceremony

Niharika Rout
  • Published: Tuesday, 19 October 2021
  • , Updated: 19 October 2021, 10:49 AM IST

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି।

ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି।   ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୭ରେ ପହଞ୍ଚିଵ।

Related story