ନଦୀରେ ବୁଡ଼ିଗଲେ ଯୁବକ

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅଧୀନ କୁଆରମୁଣ୍ଡା ଅଞ୍ଚଳର ଜଣେ ଯୁବକ କୋଏଲ ନଦୀରେ ବୁଡ଼ି ଯାଇଛନ୍ତି। ତାଙ୍କର କୌଣସି ପତ୍ତା ମିଳୁନି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ କୋଏଲ ନଦୀରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ପତ୍ତା ମିଳୁନି। ଗତକାଲି ଅଗ୍ନିଶମ ବାହିନୀ, ପୁଲିସ ଏବଂ ଗ୍ରାମବାସୀ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ଠାବ କରାଯାଇ […]

thana-1--1

thana-1--1

Niharika Rout
  • Published: Saturday, 02 May 2020
  • Updated: 02 May 2020, 09:49 AM IST

Sports

Latest News

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅଧୀନ କୁଆରମୁଣ୍ଡା ଅଞ୍ଚଳର ଜଣେ ଯୁବକ କୋଏଲ ନଦୀରେ ବୁଡ଼ି ଯାଇଛନ୍ତି। ତାଙ୍କର କୌଣସି ପତ୍ତା ମିଳୁନି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ କୋଏଲ ନଦୀରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ପତ୍ତା ମିଳୁନି। ଗତକାଲି ଅଗ୍ନିଶମ ବାହିନୀ, ପୁଲିସ ଏବଂ ଗ୍ରାମବାସୀ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ଠାବ କରାଯାଇ ପାରିନାହିଁ। ସେଥିପାଇଁ ଆଜି ସକାଳୁ ପୁଣି ଥରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story