ଆଜିଠୁ +୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି । ସେହିପରି ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ […]

exam

exam

Niharika Rout
  • Published: Tuesday, 22 September 2020
  • Updated: 22 September 2020, 07:52 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ ।

କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି । ସେହିପରି ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ ପରୀକ୍ଷା କରାଯିବ।

ଅକ୍ଟୋବର ୧୦ ସୁଦ୍ଧା ଏ ସମସ୍ତ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚ ଶିକ୍ଷାବିଭାଗ ଘୋଷଣା କରିଛି। ପୂର୍ବରୁ ରାଜ୍ୟ ସରକାର କରୋନା ପାଇଁ ଶେଷ ସେମିଷ୍ଟର ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story