କଟକରୁ ୩ ପଜିଟିଭ ଚିହ୍ନଟ

କଟକ(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଜି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପେଡ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଜଣେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅନ୍ୟ ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ଜଣାଯାଇଛି। #COVID19 update in Cuttack city (CMC area) Out of the 13 new COVID-19 positive cases reported today in #Cuttack district, 3 +ve cases belong to Cuttack city […]

corona-2.13-1

corona-2.13-1

Niharika Rout
  • Published: Monday, 06 July 2020
  • Updated: 06 July 2020, 02:06 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଜି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପେଡ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଜଣେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅନ୍ୟ ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ଜଣାଯାଇଛି।

ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ  ଥିଲେ। ୬୨ ବର୍ଷୀୟ ଜଣେ ବୃଦ୍ଧ ପେଡ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ସେମାନଙ୍କ ବ୍ୟତୀତ ଏକ ଘରୋଇ ନର୍ସିଂହୋମର ଜଣେ ୫୮ ବର୍ଷୀୟ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ଜଣାପଡ଼ିଛି।  ଏ

କଟକ ମହାନଗର ନିଗମ ଅଞ୍ଚଳରେ ସମୁଦାୟ ୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ସାରିଲେଣି। ୧୬୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ କରୋନା ଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଛି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story