ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜଧାନୀରେ ଘଟିଛି ଏକ ଅଭାବନୀୟ ଘଟଣା। ପାଣି ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମଞ୍ଚେଶ୍ୱର ଥାନା ପାଣ୍ଡରା ଅଞ୍ଚଳରେ ଏହିଁ ଅଘଟଣ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଜଣେ ବ୍ୟକ୍ତିଙ୍କ ଘର ତିଆରି ଚାଲୁଥିଲା ବେଳେ ପାଣିଟାଙ୍କି ନିର୍ମାଣ ପାଇଁ ୩ ଜଣ ଶ୍ରମିକ ନିୟୋଜିତ ଥିଲେ | ତେବେ ପାଣି ଷ୍ଟୋରେଜ୍ ପାଇଁ ଉଦ୍ଦିଷ୍ଟ ନବନିର୍ମିତ ପାଣିଟାଙ୍କିର ଫଲସ୍ ଖସିପଡିବାରୁ ଏହି ଶ୍ରମିକମାନଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମୃତ ୩ ଶ୍ରମିକଙ୍କର ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡିଛି। ପୁଲିସ୍ ପହଞ୍ଚି ଘଟଣାର ଛାନ୍ଭିନ୍ କରୁଛି। ଘଟଣାସ୍ଥଳରେ ଘର ମାଲିକ ଓ ଠିକାଦାର ଅନୁପସ୍ଥିତ ରହିଛନ୍ତି। ମୃତକମାନେ ହେଲେ ସମୀରନ ମୁନିଆ, ବାସୁଦେବ ମଣ୍ଡଲ ଓ ଦିଗରାମ ମଣ୍ଡଲ। ସେମାନେ ପଶ୍ଚିମବଙ୍ଗ ମେଦିନାପୁରର ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଧାୟକ ଥିଲେ, ସର୍କିଟ୍ ହାଉସ୍ରେ ଜଳିଗଲା ଦୁଇ ଗାଡ଼ି
ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ। କାର୍ଯ୍ୟକ୍ରମ ପରେ ସେ ଫୁଲବାଣୀ ସର୍କିଟ୍ ହାଉସ୍ରେ ରାତ୍ରୀ ଯାପନ କରିଥିଲେ। ସର୍କିଟ୍ ହାଉସ୍ କ୍ୟାମ୍ପସରେ ନିଜର ଇନୋଭା ଗାଡ଼ି ରଖି ବିଶ୍ରାମ ନେଇଥିଲେ।
Politics
ମୁହଁ ଖୋଲିଲେ ବିଜେଡି ନେତ୍ରୀ ପୁଷ୍ପାଞ୍ଜଳି; କହିଲେ- ମୁଁ ଯଦି ନିଜ ରକ୍ଷା କରିପାରିନଥାନ୍ତି, ତାହାହେଲେ ମୋ’ ଶାଢୀ ଖୋଲି ଯାଇଥାଆନ୍ତା
ଶଙ୍ଖ ଭବନରେ ଘଟିଥିବର ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା କହିଛନ୍ତି, ମୁଁ ଆଗେ ପ୍ରଥମେ ମାଡ଼ ମାରିନି। ଯାହା ଭିଡ଼ିଓରେ ଦେଖାଯାଉଛି, ତାହା ପୂର୍ବରୁ ନିଶ୍ଚିତ କିଛି ଘଟିଥିବ। ଗତ ୨୦ ବର୍ଷ ହେଲା ଜଣେ ମହିଳା ଯଦି ପାଟି ଫିଟାଇନଥିଲା, ଆଜି କାହିଁକି ଫିଟାଇଲା?
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।