୩ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

<p>ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତକାଲି ନବରଙ୍ଗପୁର ଜିଲ୍ଲାରୁ ଆସିଥିଲା ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଅଭିଯୋଗ। ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରୁ ଆସିଛି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମର ଅଭିଯୋଗ। ନାବାଳିକାଙ୍କ ବୟସ ପ୍ରାୟ ୩ ବର୍ଷ ହେବ। ଚକୋଲେଟ୍&zwnj;ର ଲୋଭ ଦେଖାଇ ଦୁର୍ବୃତ୍ତ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିବା କୁହାଯାଉଛି।</p> <p>ଗତକାଲି ଅପରାହ୍ନରେ ଫେସନ ମେହେର ନାମକ ଜଣେ ବ୍ୟକ୍ତି ଚକୋଲେଟର ଲୋଭ ଦେଖାଇ ନାବାଳିକାକୁ ନିଜ ଘରକୁ ଡାକିଥିଲା। ସେଠାରେ ସେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲା। ଗୁରୁତର ଶିଶୁକୁ ପାଟଣାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ପରିବାର ପକ୍ଷରୁ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଘଟଣା ପରେ ଫେସନ ଫେରାର ହୋଇଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ଫେସନକୁ ଗିରଫ କରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।</p>

Ordigital Desk
  • Published: Monday, 15 January 2018
  • Updated: 15 January 2018, 09:05 AM IST

Sports

Latest News

<p>ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତକାଲି ନବରଙ୍ଗପୁର ଜିଲ୍ଲାରୁ ଆସିଥିଲା ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଅଭିଯୋଗ। ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରୁ ଆସିଛି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମର ଅଭିଯୋଗ। ନାବାଳିକାଙ୍କ ବୟସ ପ୍ରାୟ ୩ ବର୍ଷ ହେବ। ଚକୋଲେଟ୍&zwnj;ର ଲୋଭ ଦେଖାଇ ଦୁର୍ବୃତ୍ତ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିବା କୁହାଯାଉଛି।</p><p>ଗତକାଲି ଅପରାହ୍ନରେ ଫେସନ ମେହେର ନାମକ ଜଣେ ବ୍ୟକ୍ତି ଚକୋଲେଟର ଲୋଭ ଦେଖାଇ ନାବାଳିକାକୁ ନିଜ ଘରକୁ ଡାକିଥିଲା। ସେଠାରେ ସେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲା। ଗୁରୁତର ଶିଶୁକୁ ପାଟଣାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ପରିବାର ପକ୍ଷରୁ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଘଟଣା ପରେ ଫେସନ ଫେରାର ହୋଇଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ଫେସନକୁ ଗିରଫ କରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos