ଓଲଟି ପଡ଼ିଲା ବସ୍‌: ୩୦ ଆହତ, ୪ ଗୁରୁତର

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପାରାଦୀପରୁ-ରାଉରକେଲା ଆସୁଥିବା ଏକ ବସ୍‌ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏହା ଦ୍ୱାରା ବସ୍‌ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସେମାନଙ୍କୁ ରାଉରକେଲା ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି। […]

bus1

bus1

Jitendra Garnayak
  • Published: Thursday, 20 September 2018
  • Updated: 20 September 2018, 03:04 AM IST

Sports

Latest News

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି।

ପାରାଦୀପରୁ-ରାଉରକେଲା ଆସୁଥିବା ଏକ ବସ୍‌ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

bus2ଏହା ଦ୍ୱାରା ବସ୍‌ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗୁରୁତରଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସେମାନଙ୍କୁ ରାଉରକେଲା ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି।

bus3ଅନ୍ୟ ଆହତମାନେ ରାଉରକେଲାର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story