ଓଲଟି ପଡ଼ିଲା ବସ୍‌: ୩୦ ଆହତ, ୪ ଗୁରୁତର

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପାରାଦୀପରୁ-ରାଉରକେଲା ଆସୁଥିବା ଏକ ବସ୍‌ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏହା ଦ୍ୱାରା ବସ୍‌ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସେମାନଙ୍କୁ ରାଉରକେଲା ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି। […]

bus1

Jitendra Garnayak
  • Published: Thursday, 20 September 2018
  • , Updated: 20 September 2018, 03:04 AM IST

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି।

ପାରାଦୀପରୁ-ରାଉରକେଲା ଆସୁଥିବା ଏକ ବସ୍‌ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଏହା ଦ୍ୱାରା ବସ୍‌ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗୁରୁତରଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସେମାନଙ୍କୁ ରାଉରକେଲା ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି।

ଅନ୍ୟ ଆହତମାନେ ରାଉରକେଲାର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

Related story