୩୦ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବୋଡେନ ଅଞ୍ଚଳରୁ ୩୦ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପୋଲିସ। କଟକ ଯିବା ପାଇଁ ବସ୍‌କୁ ଅପେକ୍ଷା କରୁଥିବା ବେଳେ ବୋଡେନ୍ ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ତେବେ ଦଲାଲ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।