ଦେବଗଡରେ ହେବ ୩୦୦ ବେଡ୍ ହସ୍ପିଟାଲ, ୮୭ଟି ସରକାରୀ ହାଇସ୍କୁଲର ଟ୍ରାନ୍ସଫରମେସନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେବଗଡ଼ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମୋଡରେ ୭୦୬କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଦେବଗଡ଼ରେ ୩୦୦ ବେଡ୍ ବିଶିଷ୍ଟ ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ ସହ ଜିଲ୍ଲାର ସମସ୍ତ ୮୭ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଜିଲ୍ଲାରେ ଜମିଜମା ସତ୍ତ୍ୱାଧିକାର […]

Medical

Medical

Ordigital Desk
  • Published: Saturday, 09 October 2021
  • Updated: 09 October 2021, 09:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେବଗଡ଼ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମୋଡରେ ୭୦୬କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଦେବଗଡ଼ରେ ୩୦୦ ବେଡ୍ ବିଶିଷ୍ଟ ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ ସହ ଜିଲ୍ଲାର ସମସ୍ତ ୮୭ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଜିଲ୍ଲାରେ ଜମିଜମା ସତ୍ତ୍ୱାଧିକାର ବଣ୍ଟନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଭର୍ଚୁଆଲ ମୋଡରେ ସାମିଲ ହୋଇ ଦେବଗଡ଼ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ଲକ୍ଷ ୭୦ହଜାର ଲୋକ ଏହି ସ୍ମାର୍ଟ କାର୍ଡ ସୁବିଧା ପାଇବେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେବଗଡ଼ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଓଡ଼ିଶା ପାଇଁ ପ୍ରକୃତିର ଏକ ବରଦାନ। ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁବାବୁ ଏହି ସ୍ୱତନ୍ତ୍ର ଜିଲ୍ଲା ଗଠନ କରିଥିଲେ। ଦେବଗଡ଼ ଜିଲ୍ଲାରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫୭୦କୋଟି ଟଙ୍କାର ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୧୩୬କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ଫାଇଭ-ଟି କାର୍ଯ୍ୟକ୍ରମରେ ୮୭ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯିବ ବୋଲି କହିଛନ୍ତି। ଜିଲ୍ଲା ପାଇଁ ୩ଟି ମେଗା ପାଇପ୍ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ସମସ୍ତ ୩ଟି ବ୍ଲକକୁ ପାଇପ୍ ପାଣି ସୁବିଧା ଯୋଗାଇ ଦେବାକୁ ପଦକ୍ଷେପ ନିଆଯାଉଛି । ମୁଖ୍ୟମନ୍ତ୍ରୀ ମଧ୍ୟ ଦେବଗଡ଼ ପୌରାଂଚଳ ପାଇଁ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଦେବଗଡ଼ରେ ୩୦୦ ବେଡ୍ ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିବାବେଳେ ଏଥିରେ ୧୧୫କୋଟି ଟଙ୍କା ଖର୍ଚ୍ଚ ହେବ ଓ ଏହା ଦ୍ୱାରା ଦେବଗଡ଼ ଜିଲ୍ଲାବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story