ମମତାଙ୍କୁ ସହଯୋଗ କରିବା ପାଇଁ ପଶ୍ଚିମବଙ୍ଗ ଯିବେ ୧୦ ଓଡ୍ରାଫ୍‌ ଟିମ୍‌, ୩୦୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ଅମ୍ଫାନ’ରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ନିମନ୍ତେ ଓଡ଼ିଶା ସରକାର ୧୦ ଓଡ୍ରାଫ୍‌ ଟିମ୍‌ ସମେତ ୩୦୦ ଅଗ୍ନିଶମ କର୍ମଚାରୀଙ୍କୁ ପଠାଇବେ। ଏହି ୫୦୦ ଜଣିଆ ଟିମ୍‌ ଆଜି ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ ଗସ୍ତ କରିବେ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି। ଏନେଇ ରାଜ୍ୟ ମୁଖ୍ୟ ଅଗ୍ନିଶମ ଅଧିକାରୀ ସୁକାନ୍ତ ସେଠୀ କହିଛନ୍ତି ଯେ, ସମସ୍ତ ଅତ୍ୟାଧୁନିକ ସାମଗ୍ରୀ […]

didi

didi

Manoranjan Sial
  • Published: Saturday, 23 May 2020
  • Updated: 23 May 2020, 07:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ଅମ୍ଫାନ’ରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ନିମନ୍ତେ ଓଡ଼ିଶା ସରକାର ୧୦ ଓଡ୍ରାଫ୍‌ ଟିମ୍‌ ସମେତ ୩୦୦ ଅଗ୍ନିଶମ କର୍ମଚାରୀଙ୍କୁ ପଠାଇବେ। ଏହି ୫୦୦ ଜଣିଆ ଟିମ୍‌ ଆଜି ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ ଗସ୍ତ କରିବେ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି।

ଏନେଇ ରାଜ୍ୟ ମୁଖ୍ୟ ଅଗ୍ନିଶମ ଅଧିକାରୀ ସୁକାନ୍ତ ସେଠୀ କହିଛନ୍ତି ଯେ, ସମସ୍ତ ଅତ୍ୟାଧୁନିକ ସାମଗ୍ରୀ ସହ ରାଜ୍ୟର ୩୦୦ ପ୍ରଶିକ୍ଷିତ ଅଗ୍ନିଶମ କର୍ମଚାରୀ ପଶ୍ଚିମବଙ୍ଗ ଗସ୍ତରେ ଯିବେ। ଏହି କର୍ମଚାରୀମାନେ ବିଭିନ୍ନ ଜିଲ୍ଲାରୁ ଯିବେ। ସେମାନେ ପଶ୍ଚିମବଙ୍ଗର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ।

ସୂଚନାଯୋଗ୍ୟ, ବାତ୍ୟା କ୍ଷତିଗ୍ରସ୍ତ ପଶ୍ଚିମବଙ୍ଗକୁ ସମସ୍ତ ପ୍ରକାରର ସହଯୋଗ ନିମନ୍ତେ ଓଡ଼ିଶା ସରକାର ପ୍ରସ୍ତାବ ଦେଇଥିଲେ। ଏପରିକି ବାତ୍ୟା କ୍ଷୟକ୍ଷତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇ ଉଦବେଗ ଜଣାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story