ବାତ୍ୟା ପୂର୍ବରୁ ୩୦୦ ଗର୍ଭବତୀଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଜୱାଦ’ ପୁରୀ ଛୁଇଁବା ପୂର୍ବରୁ ଦୁର୍ବଳ ହୋଇଛି। ତଥାପି ଓଡ଼ିଶା ସରକାର ସତର୍କ ରହିଛି। କୌଣସି ଅଘଟଣ ଘଟିବା ପୂର୍ବରୁ ରାଜ୍ୟ ସରକାର ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡ଼ିକରୁ ୩୦୦ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କୁ ସୁରକ୍ଷିତ ଭାବେ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇଛି। ସେପଟେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଶୁକ୍ରବାର ସକାଳ ସାଢ଼େ ୯ଟା ସୁଦ୍ଧା ୧୮୯ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କୁ  […]

pregnant women

pregnant women

Manoranjan Sial
  • Published: Saturday, 04 December 2021
  • Updated: 04 December 2021, 07:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଜୱାଦ’ ପୁରୀ ଛୁଇଁବା ପୂର୍ବରୁ ଦୁର୍ବଳ ହୋଇଛି। ତଥାପି ଓଡ଼ିଶା ସରକାର ସତର୍କ ରହିଛି। କୌଣସି ଅଘଟଣ ଘଟିବା ପୂର୍ବରୁ ରାଜ୍ୟ ସରକାର ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡ଼ିକରୁ ୩୦୦ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କୁ ସୁରକ୍ଷିତ ଭାବେ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇଛି।

ସେପଟେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଶୁକ୍ରବାର ସକାଳ ସାଢ଼େ ୯ଟା ସୁଦ୍ଧା ୧୮୯ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କୁ  ସୁରକ୍ଷିତ ଭାବେ ନିକଟସ୍ଥ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଭିତରୁ ୧୭ ଜଣ ମେଡ଼ିକାଲ୍‌ରେ ସୁରକ୍ଷିତ ଭାବେ ପ୍ରସବ କରିଛନ୍ତି। ଏନେଇ ଗଞ୍ଜା ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍‌ କରାଯାଇଛି।

https://twitter.com/Ganjam_Admin/status/1466988444274421761?s=20

ବାତ୍ୟା ସମ୍ପର୍କରେ ସୂଚନା ଦେଇ SRC ପ୍ରଦୀପ ଜେନା କହିଛନ୍ତି, “ଆସନ୍ତାକାଲି ମଧ୍ୟାହ୍ନ ବେଳକୁ ପୁରୀ ଉପକୂଳରେ ପହଞ୍ଚିବ ‘ଜୱାଦ’। ପୁରୀରେ ପହଞ୍ଚିଲା ବେଳକୁ ବାତ୍ୟାର ତୀବ୍ରତା କମିବା ଆକଳନ କରାଯାଉଛି। ପୁରୀ ଛୁଇଁଲା ବେଳକୁ ପବନ ବେଗ ୬୦/୭୦ କିମି ରହିପାରେ। ଆଜି ଗଂଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ। ପବନ ବେଗ କମିବା ଆକଳନ ଥିବାରୁ ଭିତ୍ତିଭୂମି କ୍ଷତି ହେବା ଆଶଙ୍କା କମ୍‌ ରହିଛି।”

ସେ ଆହୁରି କହିଛନ୍ତି, “ପ୍ରବଳ ବର୍ଷା ଯୋଗୁ ଫସଲ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବ। ଧାନ ଓ ପନିପରିବା ଚାଷ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବ। କାଲି ସଂଧ୍ୟା ବେଳକୁ ଓଡ଼ିଶାରୁ ବାତ୍ୟା ପ୍ରଭାବ ହଟିଯିବା ସମ୍ଭାବନା ରହିଛି। ପବନ ବେଗ କମିବାର ଥିବାରୁ ସ୍ଥାନାନ୍ତରଣ କରାଯିବା ଦରକାର ହେବନି। ମାତ୍ର ଦେଢ଼ ଫୁଟ/ ୨ ଫୁଟ ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଆସିପାରେ। ଆଜି ଯାହା ଜୁଆର ରହିଛି, କାଲି ଆଉ ଅଧ ମିଟର ଉଚ୍ଚକୁ ବଢ଼ିବ। ମାତ୍ର ଦେଢ଼ ହଜାର ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଛି। ପ୍ରଭାବିତ ଜିଲ୍ଲାରେ ୩୦୦ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ନିଆଯାଇଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story