ରାଜ୍ୟରେ ତଳମୁହାଁ ମହାମାରୀ, ୩୦୩୧ ପଜିଟିଭ ଚିହ୍ନଟ, ଆଖି ବୁଜିଲେ ୪୩

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଦୀର୍ଘ ଦିନ ଧରି ରାଜ୍ୟରେ କୋପ ଦେଖାଇବା ପରେ ଏବେ ତଳମୁହାଁ ମହାମାରୀ। ମହାମାରୀର ପ୍ରକୋପ ଦିନକୁ ଦିନ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁରେ ଲାଗୁନି ବ୍ରେକ୍‌।  ଦୀର୍ଘ ଦିନ ଧରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଥିବାରୁ ଏହା ଏବେ ଚିନ୍ତା ବଢ଼ାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।   ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୩୮ ଚିହ୍ନଟ ହୋଇଥିବା ବେଳେ ୧୨୯୩ ହେଉଛି ଲୋକାଲ […]

corona

corona

Niharika Rout
  • Published: Monday, 21 June 2021
  • Updated: 21 June 2021, 12:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଦୀର୍ଘ ଦିନ ଧରି ରାଜ୍ୟରେ କୋପ ଦେଖାଇବା ପରେ ଏବେ ତଳମୁହାଁ ମହାମାରୀ। ମହାମାରୀର ପ୍ରକୋପ ଦିନକୁ ଦିନ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁରେ ଲାଗୁନି ବ୍ରେକ୍‌।  ଦୀର୍ଘ ଦିନ ଧରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଥିବାରୁ ଏହା ଏବେ ଚିନ୍ତା ବଢ଼ାଉଛି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।   ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୩୮ ଚିହ୍ନଟ ହୋଇଥିବା ବେଳେ ୧୨୯୩ ହେଉଛି ଲୋକାଲ କେସ୍। ସେହିପରି ରାଜ୍ୟରେ ଆଉ ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ପଜିଟିଭ ତାଲିକାରେ ଆଗରେ ରହିଛି ଖୋର୍ଦ୍ଧା। ଏହି ଜିଲ୍ଲାରୁ ସର୍ବାଧିକ ୩୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୫, ବାଲେଶ୍ୱରରୁ ୨୯୦, ଭଦ୍ରକରୁ ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଅନୁଗୁଳରୁ ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ବରଗଡ଼ରୁ ୩୯  ବଲାଙ୍ଗିରରୁ ୩୦, ବୌଦ୍ଧରୁ ୪୦, , ଦେବଗଡ଼ରୁ ୧୧ ଓ ଢେଙ୍କାନାଳରୁ ୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ଗଜପତି ଜିଲ୍ଲାରୁ ୨୫, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୭, ଯାଜପୁରରୁ ୨୨୬, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୮ ଓ କେନ୍ଦୁଝରରୁ ୬୮  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କୋରାପୁଟରୁ ୬୮, ମାଲକାନଗିରିରୁ ୪୩, ମୟୂରଭଂଜରୁ ୧୬୭, ନବରଙ୍ଗପୁରରୁ ୬୩, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୨୦, ପୁରୀରୁ ୧୮୦, ରାୟଗଡ଼ାରୁ ୪୪, ସମ୍ବଲପୁରରୁ ୩୦, ସୁବର୍ଣ୍ଣପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଓ ଷ୍ଟେଟପୁଲରୁ ୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି।  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ରେ ପହଞ୍ଚିଲା।

ରାଜ୍ୟରେ ଆଉ ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଆକ୍ରାନ୍ତଙ୍କ ମୃତ୍ୟ ହୋଇଥିବା ବେଳେ ବରଗଡ଼ ଓ କଟକରୁ ୫ ଲେଖାଏଁ ଆଖି ବୁଜିଛନ୍ତି। ଝାରସୁଗୁଡ଼ା ଓ ପୁରୀରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଂଜାମ ଓ କୋରାପୁଟରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି।

ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ କରୋନାରେ ଆଖି ବୁଜିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ରାଜ୍ୟରେ କରୋନାଜନିତ  ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରେ ସମୁଦାୟ ମୃତକଙ୍କ ସଂଖ୍ୟା ୫୭୫ରେ ପହଞ୍ଚିଥିବା ବେଳେ ବରଗଡ଼ରେ ୯୫  ଓ କଟକରେ ମୃତ୍ୟୁ ସଂଖ୍ୟା ୨୪୨ରେ ପହଞ୍ଚିଛି। ଝାରସୁଗୁଡ଼ାରେ ଓ ପୁରୀ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଯଥାକ୍ରମେ ୧୧୩  ଓ ୨୦୦ କୁ ବୃଦ୍ଧି ପାଇଥିବା ବେଳେ ଗଂଜାମରେ ୩୧୫  ଓ କୋରାପୁଟରେ ୫୪  ପହଞ୍ଚିଛି ମୃତ୍ୟୁ ସଂଖ୍ୟା।

ଏହାବାଦ ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୮୦, ୭୭, ୧୦୪, ୩୩୦ରେ ପହଞ୍ଚିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ମୃତକଙ୍କ ସଂଖ୍ୟା ଯଥାକ୍ରମେ ୧୬୫, ୪୬, ୭୩ ଓ ୧୪୪ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story