ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ଆଉ ୩୧ କରୋନା ଆକ୍ରାନ୍ତ। ସମସ୍ତଙ୍କ ଘର ଯାଜପୁର ଜିଲ୍ଲାରେ। ଏମାନଙ୍କୁ ମିଶାଇ ରାଜ୍ୟରେ ୧୧୬ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1260210345995456513?s=20
ରାଜ୍ୟରେ ଆଜି ସୁଦ୍ଧା ୪୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୧୮ ଜଣ ବିଭିନ୍ନ କୋଭିଡ୍ ମେଡିକାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।