ସ୍ୱତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଅଜୟଙ୍କ ଟଙ୍କପାଣି ରୋଡସ୍ଥିତ ଘର, ଭୁବନେଶ୍ୱର ନୂଆଗାଁ ଆଉଟ୍ ହାଉସ୍ ଓ ପଟିଆ ଫ୍ଲାଟରେ  ଭିଜିଲାନ୍ସ ଟିମ୍‌ ଚଢ଼ଉ କରିଛି। ଚଢ଼ଉ ବେଳେ ଭୁବନେଶ୍ୱରରେ ୨ଟି, ପୁରୀରେ ୧ଟି ଫ୍ଲାଟ ଠାବ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ସ୍ୱତନ୍ତ୍ର ସଚିବ ଅଜୟ କୁମାର […]

uuuuuuuuuuuuuu

uuuuuuuuuuuuuu

Tapaswini Nayak
  • Published: Wednesday, 12 August 2020
  • Updated: 12 August 2020, 01:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଅଜୟଙ୍କ ଟଙ୍କପାଣି ରୋଡସ୍ଥିତ ଘର, ଭୁବନେଶ୍ୱର ନୂଆଗାଁ ଆଉଟ୍ ହାଉସ୍ ଓ ପଟିଆ ଫ୍ଲାଟରେ  ଭିଜିଲାନ୍ସ ଟିମ୍‌ ଚଢ଼ଉ କରିଛି।

ଚଢ଼ଉ ବେଳେ ଭୁବନେଶ୍ୱରରେ ୨ଟି, ପୁରୀରେ ୧ଟି ଫ୍ଲାଟ ଠାବ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଚଢ଼ଉ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story