କଣ୍ଟାବାଜିଂ(ଅନ୍ତିମ କୁମାର ପାଣିଗ୍ରାହୀ): ବ୍ୟାପକ ସଚେତନତା ସତ୍ତ୍ୱେ ବଲାଙ୍ଗିର ଜିଲ୍ଲାରେ ବେଆଇନ ଦାଦନ ଚାଲାଣ କମିବା ନାଁ ଧରୁନି । ବେଆଇନ ଭାବେ ଦାଦନ ଚାଲାଣ ସମୟରେ ଆଜି ସକାଳୁ ସକାଳୁ ତୁରେକେଲା ରେଲୱେ ଷ୍ଟେସନରୁ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ତୁରେକେଲା ପୁଲିସ୍।
ସମସ୍ତ ଉଦ୍ଧାର ଦାଦନ ଶ୍ରମିକ ବେଳପଡା ବ୍ଲକର ବୋଲି ଜଣା ପଡିଛି। ସେମାନଙ୍କ ମଧ୍ୟରେ ୧୪ ଜଣ ଶିଶୁ ଥିବା ଜଣାଯାଇଛି। ତେବେ ଉଦ୍ଧାର ଶ୍ରମିକଙ୍କୁ କିଏ, କେଉଁଠିକୁ ଚାଲାଣ କରୁଥିଲା ତାହା ସ୍ପଷ୍ଟ ହୋଇନାହିଁ। ଶ୍ରମିକମାନେ ପଞ୍ଜିକୃତ ହେଇଛନ୍ତି ନା ନାହିଁ , ଏ ନେଇ ପୋଲିସ ତଦନ୍ତ ଜାରୀ ରଖିଛି।
ଗତକାଲି କଣ୍ଟାବାଜିଂ ରେଲୱେ ଷ୍ଟେସନରୁ ୧୬ ଦାଦନ ଶ୍ରମିକ ଉଦ୍ଧାର ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୩ ଜିଲ୍ଲା ବୁଲିବା ପରେ କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
କ୍ଷୟକ୍ଷତି ଆକଳନ ୩୦ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ବୀମାଭୁକ୍ତ ନଥିଲେ ଚାଷୀ କିପରି ସାହାଯ୍ୟ ପାଇବେ, ସେନେଇ ସରକାର ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।