ନୟାଗଡ଼ରେ ୩୨ଟି ସ୍କୁଲ ଛୁଟି

ନୟାଗଡ଼ (ଓଡ଼ିଶା ରିପୋର୍ଟର): ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଜଳ ବିଭିନ୍ନ ଗାଁରେ ପଶିବା ଯାଇଛି। ନୟାଗଡ଼ ଜିଲ୍ଲାରେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପାଇଁ  ଜିଲ୍ଲାର ୩ଟି ବ୍ଲକରେ ୩୨ଟି ସ୍କୁଲ୍‌କୁ ୨ ଦିନ ବନ୍ଦ ରଖିବା ପାଇଁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଓ ଆସନ୍ତାକାଲି  ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ କହିଛନ୍ତି। ଗଣିଆ ବ୍ଲକର ୧୧ଟି ସ୍କୁଲ, ଖଣ୍ଡପଡ଼ା ବ୍ଲକର ୨ଟି […]

scholl

scholl

Tapaswini Nayak
  • Published: Tuesday, 16 August 2022
  • Updated: 16 August 2022, 02:27 PM IST

Sports

Latest News

ନୟାଗଡ଼ (ଓଡ଼ିଶା ରିପୋର୍ଟର): ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଜଳ ବିଭିନ୍ନ ଗାଁରେ ପଶିବା ଯାଇଛି। ନୟାଗଡ଼ ଜିଲ୍ଲାରେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପାଇଁ  ଜିଲ୍ଲାର ୩ଟି ବ୍ଲକରେ ୩୨ଟି ସ୍କୁଲ୍‌କୁ ୨ ଦିନ ବନ୍ଦ ରଖିବା ପାଇଁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ଓ ଆସନ୍ତାକାଲି  ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ କହିଛନ୍ତି। ଗଣିଆ ବ୍ଲକର ୧୧ଟି ସ୍କୁଲ, ଖଣ୍ଡପଡ଼ା ବ୍ଲକର ୨ଟି ଓ ଭାପୁର ବ୍ଲକରେ ୧୨ଟି ସ୍କୁଲ ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ସମ୍ପୃକ୍ତ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳ କହିଛନ୍ତି। ଏହି ୩ଟି ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାରୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାରେ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାର ଯେଉଁ ସ୍କୁଲରେ ବନ୍ୟା ପାଣି ପ୍ରବେଶ କରିଛି ବା ଯେଉଁଥିରେ ପାଣି ପଶିବା ଆଶଙ୍କା ରହିଛି ତାହାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏପରି ସ୍ଥିତିରେ ଅଘଟଣ ଆଶଙ୍କାକୁ ଏଡ଼ାଇବାକୁ  ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏନେଇ ସବୁ ବିଇଓମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

,

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story