'୩୩୩୮କୋଟି ‘ଫୋନି’ ସହାୟତା ମୋଦି ସରକାରଙ୍କ ଓଡ଼ିଶାବାସୀଙ୍କ ପାଇଁ ପ୍ରତିବଦ୍ଧତାର ପ୍ରମାଣ'

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ବାତ୍ୟା ‘ଫୋନି’ ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଓଡ଼ିଶାର ଜନସାଧାରଣଙ୍କ ଧନସମ୍ପତ୍ତିର ପୁନରୁଦ୍ଧାର ଓ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତାକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କିମିଟିକୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇବା ସହ ମୋଦି ସରକାରଙ୍କ ଜନକୈନ୍ଦ୍ରିକ ନିର୍ଣ୍ଣୟ ଓଡ଼ିଶାବାସୀଙ୍କ ପାଇଁ ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। […]

dharmendra-pradhan

dharmendra-pradhan

Manoranjan Sial
  • Published: Tuesday, 20 August 2019
  • Updated: 20 August 2019, 06:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ବାତ୍ୟା ‘ଫୋନି’ ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଓଡ଼ିଶାର ଜନସାଧାରଣଙ୍କ ଧନସମ୍ପତ୍ତିର ପୁନରୁଦ୍ଧାର ଓ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତାକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କିମିଟିକୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇବା ସହ ମୋଦି ସରକାରଙ୍କ ଜନକୈନ୍ଦ୍ରିକ ନିର୍ଣ୍ଣୟ ଓଡ଼ିଶାବାସୀଙ୍କ ପାଇଁ ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ବାତ୍ୟା ‘ଫୋନୀ’ ଦ୍ୱାରା ପ୍ରଭାବିତ ଓଡ଼ିଶାର ଲୋକମାନଙ୍କ ପାଇଁ ରିଲିଫ୍ ଓ ପୁନଃ ଥଇଥାନ କାମକୁ ରାଷ୍ଟ୍ରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (NDRF) ୩୩୩୮.୨୨ କୋଟି ଟଙ୍କାର ସହାୟତା ଏହି କାମକୁ ତ୍ୱରାନ୍ୱିତ କରିବ। କେନ୍ଦ୍ର ସରକାରଙ୍କ ଏହି ଆର୍ଥିକ ସହାୟତା ପୂର୍ବାପେକ୍ଷା ଅଧିକ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆହୁରି ଉଲ୍ଲେଖ କରିଛନ୍ତି ଯେ ସାମୁଦ୍ରିକ ବାତ୍ୟା ‘ଫୋନିର’ ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାରଙ୍କୁ ୩୪୦ କୋଟି ଟଙ୍କାର ଅଗ୍ରୀମ ରାଶି ପ୍ରଦାନ କରାଯାଇଥିଲା। ଏହା ପରେ ୬ ମେ' ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫୋନି’ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ୧ ହଜାର କୋଟି ଟଙ୍କାର ତ୍ୱରିତ ସହାୟତା ରାଶି ଘୋଷଣା କରିଥିଲେ।

ବାତ୍ୟା ‘ଫୋନି’ରେ ଲୋକଙ୍କ ମୁହଁରୁ ହଜିଯାଇଥିବା ହସ ପୁଣି ଥରେ ଫେରାଇ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ପ୍ରତିବଦ୍ଧ। ଓଡ଼ିଶା ପୁଣି ନିଜ ଗୋଡ଼ରେ ଠିଆ ହେବା ପାଇଁ କେନ୍ଦ୍ର ସରକାର ଏହି ସହାୟତା ଯୋଗାଇ ଦେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story