ଦିନ ୧ଟା ସୁଦ୍ଧା ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ତେବେ ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୪ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଥିଲା। ସକାଳ ୯ଟା ସୁଦ୍ଧା […]

election

Jyoshna Pradhan
  • Published: Tuesday, 23 April 2019
  • , Updated: 23 April 2019, 02:46 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।

ତେବେ ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୪ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଥିଲା। ସକାଳ ୯ଟା ସୁଦ୍ଧା ୬ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧତ୍କାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

 

Related story