ଆଜି ୩୪୬୪ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ ସର୍ବାଧିକ ?

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୪୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୫୯୪୬୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ ଏହି ସୂଚନା ଦେଇଛି। ଆଜି ରାଜ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୪୧, ନୂଆପଡ଼ାରୁ ୩୩୯, କଳାହାଣ୍ଡିରୁ ୨୫୯, କଟକରୁ ୨୦୯, ନବରଙ୍ଗପୁରରୁ ୧୭୨, ସମ୍ବଲପୁରରୁ ୧୫୧, ବରଗଡ଼ରୁ ୧୩୭, ବଲାଙ୍ଗିରରୁ […]

covid

covid

Ranjit Kumar Jena
  • Published: Saturday, 24 April 2021
  • Updated: 24 April 2021, 08:19 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୪୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୫୯୪୬୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ ଏହି ସୂଚନା ଦେଇଛି।

ଆଜି ରାଜ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୪୧, ନୂଆପଡ଼ାରୁ ୩୩୯, କଳାହାଣ୍ଡିରୁ ୨୫୯, କଟକରୁ ୨୦୯, ନବରଙ୍ଗପୁରରୁ ୧୭୨, ସମ୍ବଲପୁରରୁ ୧୫୧, ବରଗଡ଼ରୁ ୧୩୭, ବଲାଙ୍ଗିରରୁ ୧୩୨, କେନ୍ଦୁଝରରୁ ୧୩୧, ପୁରୀରୁ ୧୧୪ ଓ ଝାରସୁଗୁଡ଼ାରୁ ୧୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟ ଜିଲ୍ଲା ଗୁଡ଼ିକ ମଧ୍ୟରେ ମୟୂରଭଞ୍ଜରୁ ୭୧, ବାଲେଶ୍ୱରରୁ ୬୬, ଗଞ୍ଜାମରୁ ୫୬, ଅନୁଗୋଳରୁ ୪୪, ଯାଜପୁରରୁ ୪୩, ରାୟଗଡ଼ାରୁ ୩୭, ଭଦ୍ରକରୁ ୩୩, ଗଜପତିରୁ ୩୩, ଜଗତସିଂହପୁରରୁ ୨୩, ଢେଙ୍କାନାଳରୁ ୨୧, ନୟାଗଡ଼ରୁ ୨୧, ସୋନପୁରରୁ ୧୯, କନ୍ଧମାଳରୁ ୧୬, ଦେବଗଡ଼ରୁ ୧୫, ମାଲକାନଗିରିରୁ ୧୫, ବୌଦ୍ଧରୁ ୧୩, କୋରାପୁଟରୁ ୧୩, କେନ୍ଦ୍ରାପଡ଼ାରୁ ୧୧ ଓ ଷ୍ଟେଟ୍ ପୁଲ୍‌ରୁ ୯୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1385949868091346948?s=20

https://twitter.com/HFWOdisha/status/1385949905626144770?s=20

ସୂଚନାଯୋଗ୍ୟ, ଆଜି ରାଜ୍ୟରେ ରେକର୍ଡ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story