ରାଜ୍ୟରେ ପୁଣି ୪ ହଜାରରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୪ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ୪ ହଜାରରୁ କମ୍ କରୋନା ପଜିଟିଜ୍ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୫୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୧୯ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୩୫୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୩ ଜଣ ଥିବା […]

corona

corona

Jitendra Garnayak
  • Published: Wednesday, 16 June 2021
  • Updated: 16 June 2021, 01:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ୪ ହଜାରରୁ କମ୍ କରୋନା ପଜିଟିଜ୍ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୫୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୧୯ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୩୫୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୩ ଜଣ ଥିବା ବେଳେ ଯାଜପୁରରୁ ୩୪୮ ଓ କଟକ ଜିଲ୍ଲାରୁ ୩୨୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୦୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୫୨, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୂରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଗଞ୍ଜାମ, କଳାହାଣ୍ଡିପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ବେଳେ କଟକ, ଜଗତସିଂହପୁର, ଝାରସୁଗୁଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବରଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦୁଝର, ନୂଆପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪୮କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୮୧, ବୌଦ୍ଧରେ ୭୩, କଟକରେ ୨୨୦, ଢେଙ୍କାନାଳରେ ୫୪, ଗଜପତିରେ ୬୮, ଗଞ୍ଜାମରେ ୩୦୬, ଜଗତସିଂହପୁରରେ ୬୪, ଝାରସୁଗୁଡ଼ାରେ ୯୪, କଳାହାଣ୍ଡିରେ ୧୫୬, କନ୍ଧମାଳରେ ୪୫, କେନ୍ଦୁଝରରେ ୬୬, ମୟୂରଭଞ୍ଜରେ ୧୧୧, ନୂଆପଡ଼ାରେ ୬୫, ପୁରୀରେ ୧୮୩, ରାୟଗଡ଼ାରେ ୧୩୬, ସମ୍ବଲପୁରରେ ୧୦୧ ଓ ସୁନ୍ଦରଗଡ଼ରେ ୩୧୫କୁ ବୃଦ୍ଧି ପାଇଛି।

୩୫୩୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୩ ହଜାର ୦୬୧କୁ ବୃଦ୍ଧି ପାଇଛି। ତେବେ ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୧୧ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଲେଣି। ଏବେ ୪୭ ହଜାର ୭୯୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୪୪ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଆସିଥିବା ରିପୋର୍ଟରେ ରାଜ୍ୟରେ ୩୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story