ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୩୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦୭, ଯାଜପୁରରୁ ୩୩୭ ଓ ପୁରୀରୁ ୨୩୭ ଜଣ ଅଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୨୭ ଜଣ ନୂଆ […]

Corona

Corona

Jitendra Garnayak
  • Published: Sunday, 20 June 2021
  • Updated: 20 June 2021, 09:05 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୩୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦୭, ଯାଜପୁରରୁ ୩୩୭ ଓ ପୁରୀରୁ ୨୩୭ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୨୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୪୦ ମୃତକଙ୍କ ମଧ୍ୟରେ ବରଗଡ଼ ଓ କଟକ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଅଛନ୍ତି। କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଂଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବରଗଡ଼ ଓ କଟକ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଯଥାକ୍ରମେ ୯୦ ଓ ୨୩୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୬୦, ବଲାଙ୍ଗିରରେ ୭୮, ଗଞ୍ଜାମରେ ୩୧୨, ଝାରସୁଗୁଡ଼ାରେ ୧୦୯, ଖୋର୍ଦ୍ଧାରେ ୫୬୮, କୋରାପୁଟରେ ୫୧, ମାଲକାନଗିରିରେ ୩୯, ମୟୂରଭଞ୍ଜରେ ୧୧୮, ନୟାଗଡ଼ରେ ୬୨, ପୁରୀରେ ୧୯୬, ରାୟଗଡ଼ାରେ ୧୪୩ ଓ ସୁନ୍ଦରଗଡ଼ରେ ୩୨୮କୁ ବୃଦ୍ଧି ପାଇଛି।

୩୫୭୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୩୫ ହଜାର ୧୩୨ ଜଣ ସୁସ୍ଥ ହୋଇସାରିଲେଣି। ଏବେ ୩୮ ହଜାର ୭୨୭ ଜଣ ଚିକିତ୍ସାଧୀନ ଥିବା ବେଳେ ରାଜ୍ୟରେ କରୋନ ଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story