Advertisment

ଖୋଲିଲା ହୀରାକୁଦର ୩୬ ଗେଟ୍‌

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ୍ ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।  ହୀରାକୁଦ ଡ୍ୟାମ୍‌ ଗେଟ୍ ଖୋଲିବା ଦ୍ୱାରା ଫୁଲୁଛି ମହାନଦୀ। ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଆଜି ସକାଳେ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ଫଳରେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ୩ ଥରରେ ଆଉ ୧୨ଟି ଗେଟ୍‌ ଖୋଲି […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍ ‌ଖୋଲିଲା, ୪୨ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ‌

Hirakud-Dam

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ୍ ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।  ହୀରାକୁଦ ଡ୍ୟାମ୍‌ ଗେଟ୍ ଖୋଲିବା ଦ୍ୱାରା ଫୁଲୁଛି ମହାନଦୀ।

Advertisment

ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଆଜି ସକାଳେ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ଫଳରେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ୩ ଥରରେ ଆଉ ୧୨ଟି ଗେଟ୍‌ ଖୋଲି ସାରିଲାଣି । ଯଦ୍ୱାରା ବର୍ତ୍ତମାନ ୩୬ ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍ପାସନ  ହେଉଥିବା ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ।