ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୫୬୨ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୦୦୦ ତଳକୁ ଖସିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରିଛି। Covid-19 Report For 16th June New Positive Cases: 3631In quarantine: 2069Local contacts: 1562 (Details of […]

corona

corona

Manoranjan Sial
  • Published: Thursday, 17 June 2021
  • Updated: 17 June 2021, 02:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୦୦୦ ତଳକୁ ଖସିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/IPR_Odisha/status/1405357991948259335?s=20

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଆଗରେ ରହିଛି ବାଲେଶ୍ୱର। ଏହି ଜିଲ୍ଲାରୁ ସର୍ବାଧିକ ୨୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବରଗଡ଼ରୁ ୫୦, ଭଦ୍ରକରୁ ୧୭୮, ବଲାଙ୍ଗିରରୁ ୩୬, ମୟୂରଭଞ୍ଜରୁ ୧୧୨, ନବରଙ୍ଗପୁରରୁ ୧୦୮, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୧୯, ପୁରୀରୁ ୧୯୯, ରାୟଗଡ଼ାରୁ ୭୯, ସମ୍ୱଲପୁରରୁ ୩୭, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ୍‌ ପୁଲରୁ ୬୪ ଜଣ ମହାମାରୀ କରୋନା ଜାଲ୍‌ରେ ଛନ୍ଦି ହୋଇଛନ୍ତି।

https://twitter.com/IPR_Odisha/status/1405357999670005762?s=20

ସେପଟେ କରୋନା ମହାମାରୀ ସମୟରେ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୮୫୦୦ କୋଟି ବିନିଯୋଗ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭୮୬  ନବନିଯୁକ୍ତ ଡାକ୍ତରଙ୍କୁ ଭର୍ଚୁଆଲରେ ସ୍ୱାଗତ କରିବା ଆବସରରେ ଏହା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ କରୋନା ମହାମାରୀ ବେଳେ ଡାକ୍ତରଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି ନବୀନ। ସମାଜରେ ଡାକ୍ତରମାନଙ୍କର ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି କହିବା ସହ କିଛି ବର୍ଷ ହେଲାଣି ଆମେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇଆସୁଛୁ ବୋଲି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ।

https://twitter.com/IPR_Odisha/status/1405207139463745536?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story