୩୬୫ଜଣ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ଆଶଙ୍କା ଲାଗି ରହିଥିବାବେଳେ ରାଜ୍ୟ ସରକାର ୩୬୫ଜଣ ଡାକ୍ତରଙ୍କୁ ଆଜି ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ଦେଇଛନ୍ତି। ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ପରୀକ୍ଷାରେ ଏହି ଡାକ୍ତରମାନେ କୃତକାର୍ଯ୍ୟ ହୋଇଥିଲେ। ସେମାନଙ୍କୁ ମାସକ ମଧ୍ୟରେ ନିଜର ନୂଆ ଚାକିରିରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଆସିଷ୍ଟାଣ୍ଟ ସର୍ଜନ ପାହ୍ୟାର ମୋଟ ୩୬୫ଜଣ ଡାକ୍ତରଙ୍କୁ ଆଜି […]

download-1-750x430-1

download-1-750x430-1

Tapas Behera
  • Published: Saturday, 21 March 2020
  • Updated: 21 March 2020, 09:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ଆଶଙ୍କା ଲାଗି ରହିଥିବାବେଳେ ରାଜ୍ୟ ସରକାର ୩୬୫ଜଣ ଡାକ୍ତରଙ୍କୁ ଆଜି ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ଦେଇଛନ୍ତି। ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ପରୀକ୍ଷାରେ ଏହି ଡାକ୍ତରମାନେ କୃତକାର୍ଯ୍ୟ ହୋଇଥିଲେ। ସେମାନଙ୍କୁ ମାସକ ମଧ୍ୟରେ ନିଜର ନୂଆ ଚାକିରିରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଆସିଷ୍ଟାଣ୍ଟ ସର୍ଜନ ପାହ୍ୟାର ମୋଟ ୩୬୫ଜଣ ଡାକ୍ତରଙ୍କୁ ଆଜି ରାଜ୍ୟର ବିଭନ୍ନ ଡାକ୍ତରଖାନାରେ ନିଯୁକ୍ତି ମିଳିଛି।

ଏହି ଡାକ୍ତରମାନଙ୍କୁ ନିଯୁକ୍ତି ଦେବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଗତ ଜାନୁୟାରୀ ୨୮ତାରିଖରେ ରାଜ୍ୟ ସରକାରଙ୍କୁ ସୁପାରିସ୍ କରିଥିଲେ। ଏହି ଡାକ୍ତରମାନେ ଆସନ୍ତା  ୩୦ଦିନ ମଧ୍ୟରେ ନୂଆ ଚାକିରି ସ୍ଥାନରେ ଯୋଗ ଦେବା ପୂର୍ବରୁ କର୍ତ୍ତୃପକ୍ଷଙ୍କ ନିକଟରେ ସାଟିଁଫିକେଟ୍ ଯାଞ୍ଚ କାର୍ଯ୍ୟ ସମ୍ପାଦନ କରିବେ। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ ୮୭୧୯ଟି ପଞ୍ଜିକୃତ ଡାକ୍ତରୀ ପଦବୀ ଥିବାବେଳେ ଏବେ ପ୍ରାୟ ୩୫୦୦ ଡାକ୍ତରୀ ପଦବୀ ଖାଲି ପଡ଼ିଛି।

ରାଜ୍ୟରେ କରେନା ସଂକ୍ରମଣ ଆଶଙ୍କାରେ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଥିବାବେଳେ ଏହି ନୂଆ ଡାକ୍ତରମାନଙ୍କ ଯୋଗଦାନ ରାଜ୍ୟ ସ୍ୱାସ୍ଥ୍ୟସେବାରେ ଅଧିକ ସହାୟକ ହେବ ବୋଲି କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story