ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରତ୍ୟେକ ଦିନ ଦିଆଯାଉଥିବା ସୂଚନାରୁ ଏହା ଜଣାପଡ଼ିଛି। ବିଭାଗ ପକ୍ଷରୁ ଆଜି ମଧ୍ୟ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟ ଅନୁଯାୟୀ ରାଜ୍ୟରେ ଗତକାଲି (ନଭେମ୍ବର ୩୦) ୩୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୯ଟି ହେଉଛି ଲୋକାଲ୍ […]

COrona-5-2

COrona-5-2

Jitendra Garnayak
  • Published: Tuesday, 01 December 2020
  • Updated: 01 December 2020, 11:58 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରତ୍ୟେକ ଦିନ ଦିଆଯାଉଥିବା ସୂଚନାରୁ ଏହା ଜଣାପଡ଼ିଛି। ବିଭାଗ ପକ୍ଷରୁ ଆଜି ମଧ୍ୟ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟ ଅନୁଯାୟୀ ରାଜ୍ୟରେ ଗତକାଲି (ନଭେମ୍ବର ୩୦) ୩୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୯ଟି ହେଉଛି ଲୋକାଲ୍ କେସ୍।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୩୪, ସୁନ୍ଦରଗଡ଼ରୁ ୩୨, କଟକରୁ ୨୪, ବଲାଙ୍ଗିରରୁ ୨୨, ଜଗତସିଂହପୁରରୁ ୧୮, ଝାରସୁଗୁଡ଼ାରୁ ୧୫, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୪, ବରଗଡ଼ରୁ ୩, ଭଦ୍ରକରୁ ୭, ଢେଙ୍କାନାଳରୁ ୫, ଗଞ୍ଜାମରୁ ୭, ଯାଜପୁରରୁ ୮, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୫, କୋରାପୁଟରୁ ୪, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୪, ନୂଆପଡ଼ାରୁ ୨୧, ପୁରୀରୁ ୧୯ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେବଗଡ଼, ମାଲକାନଗିରି ଓ ସୋନପୁରରୁ ଜଣେ ଲେଖାଏଁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୧୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୧୨,୦୬୫ ଜଣ ସୁସ୍ଥ ହୋଇଯାଇଥିବା ବେଳେ ୫୨୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ଆକ୍ରାନ୍ତ ହୋଇ ୧୭୩୯ ଜଣ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story