ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ- ଜିରୋ କାଜୁଆଲଟି ଉପରେ ଫୋକସ୍‌ କର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ସ୍ଥିତି ଉଦବେଗଜନକ ରହିଥିବା ବେଳେ ଆଜି ଏହାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ଯୋଗୁ ଯେପରି କୌଣସି ଜୀବନହାନୀ ନହେବ, ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଜୀବନ ଗୁରୁତ୍ୱପୂର୍ଣ୍ଣ। ତେଣୁ ବନ୍ୟାରେ ଜିରୋ କାଜୁଆଲଟି ଉପରେ ଫୋକସ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଭାଙ୍ଗିଥିବା ବେଳେ ଘଳିଆ ହୋଇ ପାଣି ଗାଁକୁ ପ୍ରବେଶ କରିଛି। […]

cm-naveen-patnaik

cm-naveen-patnaik

Niharika Rout
  • Published: Tuesday, 16 August 2022
  • Updated: 16 August 2022, 08:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ସ୍ଥିତି ଉଦବେଗଜନକ ରହିଥିବା ବେଳେ ଆଜି ଏହାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ଯୋଗୁ ଯେପରି କୌଣସି ଜୀବନହାନୀ ନହେବ, ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଜୀବନ ଗୁରୁତ୍ୱପୂର୍ଣ୍ଣ। ତେଣୁ ବନ୍ୟାରେ ଜିରୋ କାଜୁଆଲଟି ଉପରେ ଫୋକସ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଭାଙ୍ଗିଥିବା ବେଳେ ଘଳିଆ ହୋଇ ପାଣି ଗାଁକୁ ପ୍ରବେଶ କରିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଏପରି ସ୍ଥିତିରେ ବନ୍ୟା ଘେରରେ ଥିବା ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ପ୍ରଥମ ବନ୍ୟାଜଳ ହୋଇଥିବା ବେଳେ ୧୦ଟି ଜିଲ୍ଲା ପ୍ରଭାବିତ ହେବ। ତେଣୁ ଏହାର ମୁକାବିଲା ପାଇଁ ଜିଲ୍ଲାପାଳମାନେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାବାଦ ସ୍ୱାସ୍ଥ୍ୟ ଓ ପଞ୍ଚାୟତିରାଜ ବିଭାଗକୁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ବନ୍ୟା ପ୍ରଭାବିତ ଅଞ୍ଚଳରେ ରନ୍ଧା ଖାଦ୍ୟ ଦେବାକୁ ସେ କହିଛନ୍ତି। ଏହାବାଦ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବା ସହ ପିଇବା ପାଣି ସମସ୍ୟା ଦୂର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ଜିଲ୍ଲାରେ ଦେଇ ପ୍ରବାହିତ ହେଉଥିବା ନଦୀଗୁଡ଼ିକ ଏବେ ବିପଦସଙ୍କେତ ଉପରେ ପ୍ରବାହିତ ଥିବାରୁ  ଶିକ୍ଷାନୁଷ୍ଠାନଗୁଡ଼ିକ ଆବଶ୍ୟକସ୍ଥଳେ ବନ୍ଦ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଯଦି ପିଲାମାନେ ସ୍କୁଲ ଆସିଲେ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଜିଲ୍ଲାପାଳ ହୃଦୟଙ୍ଗମ କରିବେ, ତା’ହେଲେ ସେ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବନ୍ୟାସ୍ଥିତିକୂ ଦୃଷ୍ଟିରେ ରଖି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କ  ଛୁଟି ବାତିଲ କରି ଦିଆଯାଇଛି। ବିଭିନ୍ନ ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଦୁର୍ବଳ ନଦୀବନ୍ଧ ଗୁଡ଼ିକ ଉପରେ ତୀକ୍ଷଣ ନଜର ରଖିବାକୁ କୁହାଯାଇଛି। ପୂର୍ବରୁ ନଦୀବନ୍ଧ ମରାମତି କରିବାକୁ ଜଳସମ୍ପଦ ବିଭାଗ ପକ୍ଷରୁ ୭ ଜିଲ୍ଲାକୁ ସ୍ୱତନ୍ତ୍ର ଅଧିକାରୀଙ୍କୁ ପଠାଯାଇଥିଲା । ଏହାସତ୍ତ୍ୱେ କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁରର ବିଭିନ୍ନ ନଦୀରେ ଘାଇ ବା ଘଳିଆ ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଏସଆରସି, ୫ଟି ସଚିବ ଓ ୧୦ ଜିଲ୍ଲାର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story