ରାଜ୍ୟରେ ୩୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୩୭ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଆଉ ୩୭ ଜଣ ଜୀବନ ହାରିଛନ୍ତି। ୩୮୦୬ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ ଥିବା ବେଳେ କଟକରୁ ୩୯୩, ଯାଜପୁରରୁ ୩୪୬ ଓ ବାଲେଶ୍ୱର ଜିଲ୍ଲାରୁ ୨୨୦ […]

corona testing

corona testing

Jitendra Garnayak
  • Published: Friday, 18 June 2021
  • Updated: 18 June 2021, 01:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଆଉ ୩୭ ଜଣ ଜୀବନ ହାରିଛନ୍ତି।

୩୮୦୬ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ ଥିବା ବେଳେ କଟକରୁ ୩୯୩, ଯାଜପୁରରୁ ୩୪୬ ଓ ବାଲେଶ୍ୱର ଜିଲ୍ଲାରୁ ୨୨୦ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୯୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୩୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବା ବେଳେ କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଅଛନ୍ତି। ସେହିପରି ଗଜପତି, ମୟୂରଭଂଜ ଓ ସମ୍ବଲପୁର ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୯କୁ ବୃଦ୍ଧି ପାଇଥିବା ବେଳେ କଟକ ୨୨୮, କଳାହାଣ୍ଡିରେ ୧୬୩, ବରଗଡ଼ରେ ୮୫, ଝାରସୁଗୁଡ଼ାରେ ୧୦୨, ପୁରୀରେ ୧୯୦, ସୁନ୍ଦରଗଡ଼ରେ ୩୨୨, ବଲାଙ୍ଗୀରରେ ୭୬, ଦେବଗଡ଼ରେ ୩୧, କେନ୍ଦ୍ରାପଡ଼ାରେ ୬୯, ରାୟଗଡ଼ାରେ ୧୩୮, ଗଜପତିରେ ୬୯, ମୟୂରଭଞ୍ଜରେ ୧୧୨ ଓ ସମ୍ବଲପୁରରେ ୧୦୨କୁ ବୃଦ୍ଧି ପାଇଛି।

୩୮୦୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୨୩ ହଜାର ୫୯୯ ଜଣ ସୁସ୍ଥ ହୋଇସାରିଛନ୍ତି। ୪୩ ହଜାର ୩୩୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୩୭ ଜଣ ଆଖି ବୁଜିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story