Advertisment

ରାଜ୍ୟରେ ୩୮୬ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୫୦

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୨୩  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୩ ହେଉଛି ଲୋକାଲ୍ କେସ୍‌। ରାଜ୍ୟର ୨୮ ଜିଲ୍ଲା ସମେତ ଷ୍ଟେଟ ପୁଲ୍‌ରୁ ୩୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭, ମୟୂରଭଞ୍ଜରୁ ୩୧, ଅନୁଗୁଳରୁ […]

ରାଜ୍ୟରେ ୩୮୬ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୫୦

puri-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୨୩  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୩ ହେଉଛି ଲୋକାଲ୍ କେସ୍‌।

Advertisment

ରାଜ୍ୟର ୨୮ ଜିଲ୍ଲା ସମେତ ଷ୍ଟେଟ ପୁଲ୍‌ରୁ ୩୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭, ମୟୂରଭଞ୍ଜରୁ ୩୧, ଅନୁଗୁଳରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ ପୁରୀରୁ ୨୫, ବଲାଙ୍ଗିର, କଟକରୁ ୨୨ ଲେଖାଏ ,  ବାଲେଶ୍ୱର, ବରଗଡ଼ରୁ ୨୦ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ୧୭, କଳାହାଣ୍ଡିରୁ ୧୩, ନୂଆପଡ଼ା, କେନ୍ଦ୍ରାପଡ଼ାରୁ ୧୨, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦୁଝରରୁ ୭, ଗଜପତିରୁ ୪, ଯାଜପୁର, ନୟାଗଡ଼,ଭଦ୍ରକରୁ ୩ ଲେଖାଏ ,  ସୋନପୁର, ରାୟଗଡ଼ା, କନ୍ଧମାଳ, ଗଜପତିରୁ ୨ ଲେଖାଏ,   , ମାଲକାନଗିରିରୁ ୫ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୨୯୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୧୬,୯୭୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୪୮୭ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe