ଆଉ ୩୯୩ କରୋନା ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୧୨୫ ଜଣ

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ମୋଟ ୫୪୨୧ଟି ନମୂନା ପରୀକ୍ଷା ହୋଇଥିବାବେଳେ ସେଥିରୁ ୩୯୩ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି ।

Covid

Representative Image

Ordigital Desk
  • Published: Tuesday, 25 April 2023
  • Updated: 25 April 2023, 10:45 PM IST

Sports

Latest News

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ଆଉ ୩୯୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୨୫ଜଣ ଚିହ୍ନଟ ହୋଇଥିବାବେଳେ ମୋଟ ୨୪ଟି ଜିଲ୍ଲାରେ ଏହି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୦୮୬ରେ ପହଂଚିଛି ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ମୋଟ ୫୪୨୧ଟି ନମୂନା ପରୀକ୍ଷା ହୋଇଥିବାବେଳେ ସେଥିରୁ ୩୯୩ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରେ ସର୍ବାଧିକ ୧୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରେ ୭୧ ଓ କଟକରେ ୬୫ଜଣ ରହିଛନ୍ତି । ତେବେ ପଡ଼ୋଶୀ ଝାରସୁଗୁଡ଼ା ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ଖୋର୍ଦ୍ଧା ଜିଲ୍ଲାରେ ୨୭ଜଣ, ମୟୂରଭଞ୍ଜ ଜିଲ୍ଲାରେ ୨୮, ସୋନପୁରରେ ୯ଜଣ, ନୂଆପଡ଼ାରେ ୯ଜଣ, ବଲାଙ୍ଗିରରେ ୨୧ଜଣ, ବରଗଡ଼, ନୟାଗଡ଼, ଗଞ୍ଜାମ,ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରରେ ୩ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ତେବେ ଜଗତସିଂହପୁର ଜିଲ୍ଲାରେ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Also Read

ରାଜ୍ୟରେ ଗତ ଦୁଇଦିନ ଧରି ୬ରୁ ୭ହଜାର ନମୂନା ପରୀକ୍ଷା ହେଉଥିବାବେଳେ ଏହି ସଂଖ୍ୟା ହ୍ରାସ ପାଇଛି । ଓଡ଼ିଶାରେ ଚଳିତବର୍ଷ କରୋନାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୧.୩ ପ୍ରତିଶତ ରୋଗୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଗତକାଲି ଏକ ନିର୍ଦ୍ଦେଶନାମା ଜାରି କରି ସମସ୍ତ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କ ପାଇଁ ହସ୍ପିଟାଲ ପରିସରରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story