୪ ଦିନ ଶଟଡାଉନ୍‌ ରହିବ ଏହି ଜିଲ୍ଲା

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର  ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ଏହା ଉପରେ ବ୍ରେକ୍‌ ଲଗାଇବାକୁ ଜିଲ୍ଲାକୁ  ୪ ଦିନ  ଶଟଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ।  ଆସନ୍ତା ୮ ତାରିଖରୁ ୧୧ ତାରିଖ ଯାଏଁ ବଲାଙ୍ଗିର ଜିଲ୍ଲା  ଶଟଡାଉନ୍‌ ରହିବ।  ଏହି ସମୟ ମଧ୍ୟରେ କରୋନା କଟକଣାକୁ କଡ଼ାକଡ଼ି ପାଳନ ସହ ନିୟମ ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ଚେତାଇ ଦେଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଜିଲ୍ଲା […]

Luckdown

Luckdown

Niharika Rout
  • Published: Thursday, 06 August 2020
  • Updated: 06 August 2020, 02:19 PM IST

Sports

Latest News

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର  ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ଏହା ଉପରେ ବ୍ରେକ୍‌ ଲଗାଇବାକୁ ଜିଲ୍ଲାକୁ  ୪ ଦିନ  ଶଟଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ।  ଆସନ୍ତା ୮ ତାରିଖରୁ ୧୧ ତାରିଖ ଯାଏଁ ବଲାଙ୍ଗିର ଜିଲ୍ଲା  ଶଟଡାଉନ୍‌ ରହିବ।  ଏହି ସମୟ ମଧ୍ୟରେ କରୋନା କଟକଣାକୁ କଡ଼ାକଡ଼ି ପାଳନ ସହ ନିୟମ ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ଚେତାଇ ଦେଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏପରି ପଦକ୍ଷେପ ନେଇଛି।

ଶଟଡାଉନ୍‌ ବେଳେ ଜିଲ୍ଲା ଭିତରେ ସମସ୍ତ ପରିବହନ କାର୍ଯ୍ୟ  ବନ୍ଦ ରହିବ। ଦୋକାନ ବଜାର, ସରକାରୀ ଓ ଘରୋଇ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିବ। ମେଡିକାଲ, ଜଳଯୋଗାଣ, ପରିମଳ ଆଦି ଜରୁରୀ ସେବା ଚାଲୁ ରହିବ। ଶଟଡାଉନ୍‌ କଟକଣା ମଧ୍ୟରେ ମାଲବାହୀ ଗାଡ଼ି, ଶିଳ୍ପ ପ୍ରତିଷ୍ଠାନ, ନିର୍ମାଣ କାର୍ଯ୍ୟକୁ ଅନୁମତି ମିଳିଛି।

ସୂଚନାଯୋଗ୍ୟ, ବଲାଙ୍ଗିର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫୧ରେ ପହଞ୍ଚିଥିବା ବେଳେ ୩୬୨ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ଜିଲ୍ଲାରେ ୧୮୯ ଆକ୍ଟିଭ କେସ୍‌  ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story