ରାସ୍ତାରେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାଲିଗଲା ୪ ଜୀବନ

ବାରିପଦା(ମାଣିକଲାଲ ପାଣି): ପନ୍ଦର ଫୁଟ ରାସ୍ତା ତଳକୁ ଖସି ପଡ଼ିଲା ଟ୍ରାକ୍ଟର। ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ମୁରୁଣିଆ ଗାଁ ନିକଟରେ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଅଛନ୍ତି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତର ଡମଣିସାହି ଗାଁରେ ଚାଲିଥିଲା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ। ସେଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାରି ଟ୍ରାକ୍ଟରରେ […]

tracter

tracter

Manoranjan Sial
  • Published: Wednesday, 17 February 2021
  • Updated: 17 February 2021, 09:53 PM IST

Sports

Latest News

ବାରିପଦା(ମାଣିକଲାଲ ପାଣି): ପନ୍ଦର ଫୁଟ ରାସ୍ତା ତଳକୁ ଖସି ପଡ଼ିଲା ଟ୍ରାକ୍ଟର। ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ମୁରୁଣିଆ ଗାଁ ନିକଟରେ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଅଛନ୍ତି।

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତର ଡମଣିସାହି ଗାଁରେ ଚାଲିଥିଲା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ। ସେଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାରି ଟ୍ରାକ୍ଟରରେ ବାଗବୁଡା ଗାଁକୁ ଫେରୁଥିଲେ। ତେବେ ମରୁଣିଆ ଛକରେ ହଠାତ୍‌ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ୧୫ ଫୁଟ୍‌ ରାସ୍ତା ତଳକୁ ଖସି ପଡ଼ିଥିଲା। ଫଳରେ ଗାଡ଼ି ତଳେ ଚାପି ହୋଇ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଶୀଷା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଗୁରୁତର ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଉଥିବା ଜଣାପଡ଼ିଛି।

ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ, ଜଣେ ମହିଳା ଓ ଜଣେ ଶିଶୁ ଅଛନ୍ତି।

ମଙ୍ଗଳବାର ସେମିତି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଜପତି ଜିଲ୍ଲାରେ ଘଟିଥିଲା। ଝିଅ ଘର ଲୋକେ ଭୋଜି ଖାଇବାକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ୪୦୭ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଗୁରୁତର ଆହତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story