ମତଦାନ ଖବର ପାଇଁ ଯାଇଥିବା ୪ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ

ପିପିଲି(ଓଡ଼ିଶା ରିପୋର୍ଟର): ମତଦାନ ଖବର ସଂଗ୍ରହ ନିମନ୍ତେ ଯାଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ । ପୁରୀ ଜିଲ୍ଲା କଣାସ ବ୍ଲକରେ ଗଣମାଧ୍ୟମ ପ୍ରତିନିଧି ଆକ୍ରମଣର ଶିକାର ହୋଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଗଣମାଧ୍ୟମ ପ୍ରତିନିଧି ହେଲେ ନ୍ୟୁଜ୍‌ ୧୮ ଓଡ଼ିଆର ରିପୋର୍ଟର ସୁମନ୍ତ ସୁନ୍ଦରାୟ ଓ ସାଙ୍ଗରେ ଥିବା କ୍ୟାମେରାମ୍ୟାନ ଚିତନ ସ୍ୱାଇଁ ଓ ନ୍ୟୁଜ-୭ ରିପୋର୍ଟର ସରୋଜ ମଲ୍ଲିକ ଓ କ୍ୟାମେରାମ୍ୟାନ ରବି ତ୍ରିପାଠୀ । କଣାସ ବ୍ଲକ ବଡାଲ ପଞ୍ଚାୟତରେ ଭୋଟ ଗ୍ରହଣ […]

attack

attack

Niharika Rout
  • Published: Wednesday, 16 February 2022
  • Updated: 16 February 2022, 04:15 PM IST

Sports

Latest News

ପିପିଲି(ଓଡ଼ିଶା ରିପୋର୍ଟର): ମତଦାନ ଖବର ସଂଗ୍ରହ ନିମନ୍ତେ ଯାଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ । ପୁରୀ ଜିଲ୍ଲା କଣାସ ବ୍ଲକରେ ଗଣମାଧ୍ୟମ ପ୍ରତିନିଧି ଆକ୍ରମଣର ଶିକାର ହୋଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଗଣମାଧ୍ୟମ ପ୍ରତିନିଧି ହେଲେ ନ୍ୟୁଜ୍‌ ୧୮ ଓଡ଼ିଆର ରିପୋର୍ଟର ସୁମନ୍ତ ସୁନ୍ଦରାୟ ଓ ସାଙ୍ଗରେ ଥିବା କ୍ୟାମେରାମ୍ୟାନ ଚିତନ ସ୍ୱାଇଁ ଓ ନ୍ୟୁଜ-୭ ରିପୋର୍ଟର ସରୋଜ ମଲ୍ଲିକ ଓ କ୍ୟାମେରାମ୍ୟାନ ରବି ତ୍ରିପାଠୀ ।

କଣାସ ବ୍ଲକ ବଡାଲ ପଞ୍ଚାୟତରେ ଭୋଟ ଗ୍ରହଣ ଚାଲିଥିବା ବେଳେ କିଛି ଲୋକ ହଠାତ୍ ବୁଥ୍ ଜବରଦଖଲ କରିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ୪ ଗଣମାଧ୍ୟମ ପ୍ରତିନିଧୀ ଖବର ସଂଗ୍ରହରେ ଲାଗି ପଡ଼ିଲେ। ଏହାଦେଖି ଦୁର୍ବୃତ୍ତମାନେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ।  ଆହତମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ଉମାକାନ୍ତ ସାମନ୍ତରାୟ । ଏଭଳି ଘଟଣାକୁ ସେ ନିନ୍ଦା କରିବା ସହିତ ଜିଲାପାଳ ଓ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଯାଥା ଶୀଘ୍ର ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ  ସ୍ଥାନୀୟ ଗଡ଼ିଶାଗୋଦା ଥାନା ଅଧିକାରୀଙ୍କୁ ଜଣାଇଛନ୍ତି I

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story