ବିଜେଡିର ୪ ବିଧାୟକଙ୍କ ଟିକେଟ୍‌ କଟିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଧାନସଭା ନିର୍ବାଚନ ପାଇଁ  ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିନ୍ତୁ ବିଜେଡିର ଏହି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାରେ ୪ ଜଣ ବିଧାୟକଙ୍କ ଟିକେଟ୍‌ କଟିଛି। ପଟାଙ୍ଗୀ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ମାନସ ମାଡ଼କାମୀ, ଓ ଲୋଇସିଂହା ବିଧାୟକ ଯୋଗେନ୍ଦ୍ର ବେହେରାଙ୍କ ଟିକେଟ୍‌ କଟିଛି।

466

466

Tapas Behera
  • Published: Sunday, 24 March 2019
  • Updated: 24 March 2019, 09:09 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଧାନସଭା ନିର୍ବାଚନ ପାଇଁ  ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କିନ୍ତୁ ବିଜେଡିର ଏହି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାରେ ୪ ଜଣ ବିଧାୟକଙ୍କ ଟିକେଟ୍‌ କଟିଛି। ପଟାଙ୍ଗୀ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ମାନସ ମାଡ଼କାମୀ, ଓ ଲୋଇସିଂହା ବିଧାୟକ ଯୋଗେନ୍ଦ୍ର ବେହେରାଙ୍କ ଟିକେଟ୍‌ କଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story