ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ବନ୍ଦ ହେଲା। ଏବେ ଡ୍ୟାମ୍ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।
ଡ୍ୟାମ୍ର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଏବେ ଜଳସ୍ତର ୬୨୫.୯୧ ଫୁଟ ରହିଛି। ହୀରାକୁଦ ଡ୍ୟାମ୍କୁ ଏବେ ୩, ୬୨ ୮୮୪ କ୍ୟୁସେକ୍ ଜଳ ପଶୁଛି। ସେହିପରି ଡ୍ୟାମରୁ ନିଷ୍କାସିତ ହେଉଛି ୫, ୨୮ ୬୧ କ୍ୟୁସେକ୍ ଜଳ।
ଅନ୍ୟପକ୍ଷରେ କଟକର ମୁଣ୍ଡଳିରେ ୧୦,୨ ୮୨୩ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି।
ମହନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳ ଭଣ୍ଡାରକୁ ଅଧିକ ଜଳ ପ୍ରବେଶ କରୁଥିଲା। ଫଳରେ ହୀରାକୁଦ ଡ୍ୟାମର ୪୬ଟି ଗେଟ୍ ଖୋଲା ଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।