ଯାଜପୁରରେ ପୁଣି ୪ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪ ଜଣ  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏହି ୪ ଜଣ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୱେବସାଇଟରେ ପ୍ରକାଶ ପାଇଛି। ତେବେ ଏହି ନୂଆ ଚିହ୍ନଟ ରୋଗୀ ସେଇ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୩  ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ଅଛନ୍ତି। ଏମାନେ ସମସ୍ତେ କୋଲକୋତା ଲିଙ୍କ୍‌ ବୋଲି ଜଣାପଡ଼ିଛି। ଏବେ […]

5555

5555

Tapas Behera
  • Published: Thursday, 23 April 2020
  • Updated: 23 April 2020, 03:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪ ଜଣ  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏହି ୪ ଜଣ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୱେବସାଇଟରେ ପ୍ରକାଶ ପାଇଛି। ତେବେ ଏହି ନୂଆ ଚିହ୍ନଟ ରୋଗୀ ସେଇ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୩  ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ଅଛନ୍ତି।

ଏମାନେ ସମସ୍ତେ କୋଲକୋତା ଲିଙ୍କ୍‌ ବୋଲି ଜଣାପଡ଼ିଛି। ଏବେ ସୁଦ୍ଧା ଯାଜପୁର ଜିଲ୍ଲାରେ ୧୨ ଜଣ କରୋନା ରୋଗୀ ଚିହ୍ନଯ ହେଲେଣି।

ସେମାନଙ୍କ ମଧ୍ୟରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି। ତେବେ ଏବେ ସୁଦ୍ଧା ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ଥିବା ଜଣାପଡିଛି ରାଜ୍ୟରେ ମୋଟ ୮୭ ଜଣ  କରୋନା ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ଏଥି ସହ ଅନ୍ୟ ଜଣେ କରୋନା ସଂକ୍ରମିତରୁ ସୁସ୍ଥ ହେବା ପରେ କ୍ୟାନସର ରୋଗରେ ତାଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story