୪ରୁ କମିବ କୁହୁଡି, ୫ରୁ ୮ ମଧ୍ୟରେ କିଛି ସ୍ଥାନରେ ହୋଇପାରେ ବର୍ଷା

ଭୁବନେଶ୍ୱର: କେନ୍ଦ୍ରୀୟ ଭାରତ ଉପରେ ସୃଷ୍ଟି ହୋଇଥିବା ଗୁରୁଚାପ ଓ ଓଡିଶା ଉପକୂଳରେ ବାୟୁର ଗତି କମ୍ ଥିବାରୁ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି। ଶନିବାର ପାଣିପାଗ ବିଭାଗର ନିର୍ଦ୍ଦେଶକ ଶରତ ସାହୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଜି କୁହୁଡିର ପ୍ରଭାବ ଅଧିକ ଥିବା ସଙ୍ଗେ ସଙ୍ଗେ ଭିଜିବିଲିଟି ୧୦୦ ମିଟର କମ୍ ଥିଲା। କୁହୁଡ଼ି ଯୋଗୁ ତାପମାତ୍ରା ମଧ୍ୟ ଅଧିକ ରହୁଥିଲା। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏଭଳି କୁହୁଡି ଲାଗି ରହିବ। ଏହାପରେ ୪ତାରିଖରୁ କୁହୁଡିର ମାତ୍ରା କମ ରହିବା ସହ ଭିଜିବିଲିଟି ସ୍ୱାଭାବିକ ହେବ। ଜାନୁଆରୀ ୫ରୁ ୮ତାରିଖ ମଧ୍ୟରେ ଆକାଶ ମେଘାଛନ୍ନ ରହିବା ସହ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ମଧ୍ୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ

ମାଲକାନଗିରିରେ ବନ୍ୟା ପରିସ୍ଥିତି; ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ

୧୫ରୁ ଖୋଲିବ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଓପିଡି

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି