୪ ତାରିଖରୁ ରାଜ୍ୟରେ କମିବ ତାତି

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ରାଜ୍ୟରେ ତାତି କମିବ। ୫ରୁ ବର୍ଷାର ପରିମାଣ ବଢିବ। ଏହା କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ। ସେ କହିଛନ୍ତି, “୪ରୁ ୫ ଦିନ ମଧ୍ୟରେ କେରଳରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେବ। ଉତ୍ତର ଓଡ଼ିଶା ତଥା ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର […]

hit

hit

Rakesh Mallick
  • Published: Thursday, 02 June 2016
  • Updated: 02 June 2016, 05:15 PM IST

Sports

Latest News

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ରାଜ୍ୟରେ ତାତି କମିବ। ୫ରୁ ବର୍ଷାର ପରିମାଣ ବଢିବ। ଏହା କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ।

ସେ କହିଛନ୍ତି, “୪ରୁ ୫ ଦିନ ମଧ୍ୟରେ କେରଳରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେବ। ଉତ୍ତର ଓଡ଼ିଶା ତଥା ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos