ଟାଟା ମ୍ୟାଜିକ୍ ଓ ଡମ୍ପର ମୁହାଁମୁହିଁ ଧକ୍କା

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ନରେନ୍ଦ୍ର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟାଟା ମ୍ୟାଜିକ୍ ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ରାଉରକେଲା ସରକାରୀ ହସ୍‌ପିଟାଲ୍‌ (ଆରଜିଏଚ୍‌)କୁ ସ୍ଥାନାନ୍ତର କରାଯାଇଛି। ଆହତମାନେ ଟାଟା ମ୍ୟାଜିକର ଡ୍ରାଇଭର ଓ ଯାତ୍ରୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ଡମ୍ପର ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍‌ […]

road-accident00

road-accident00

Tapaswini Nayak
  • Published: Tuesday, 17 December 2019
  • Updated: 17 December 2019, 09:52 AM IST

Sports

Latest News

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ନରେନ୍ଦ୍ର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟାଟା ମ୍ୟାଜିକ୍ ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ରାଉରକେଲା ସରକାରୀ ହସ୍‌ପିଟାଲ୍‌ (ଆରଜିଏଚ୍‌)କୁ ସ୍ଥାନାନ୍ତର କରାଯାଇଛି। ଆହତମାନେ ଟାଟା ମ୍ୟାଜିକର ଡ୍ରାଇଭର ଓ ଯାତ୍ରୀ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଡମ୍ପର ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍‌ ଡମ୍ପର ଓ ଟାଟା ମ୍ୟାଜିକ୍‌କୁ ଜବତ କରି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story