ଗଞ୍ଜାମ ବସ୍‌ ଟ୍ରାଜେଡ଼ି ପରେ ୪ ନିଲମ୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରରେ ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ଆଜି ୪ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବନ କରାଯାଇଛି।  ଲୋକସେବା ଭବନରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏ ଘଟଣାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ନିଲମ୍ବିତ ଅଧିକାରୀମାନେ ହେଲେ ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ୍‌ର ଜେଇ ଓ ସହକାରୀ ଯନ୍ତ୍ରୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର […]

silk-1--1

silk-1--1

Niharika Rout
  • Published: Monday, 10 February 2020
  • Updated: 10 February 2020, 02:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରରେ ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ଆଜି ୪ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବନ କରାଯାଇଛି।  ଲୋକସେବା ଭବନରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏ ଘଟଣାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ପରେ ଏହି ପଦକ୍ଷେପ ନିଆଯାଇଛି।

ନିଲମ୍ବିତ ଅଧିକାରୀମାନେ ହେଲେ ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ୍‌ର ଜେଇ ଓ ସହକାରୀ ଯନ୍ତ୍ରୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଜେଇ ଓ ସହକାରୀ ଯନ୍ତ୍ରୀ।

ଅନ୍ୟ ପକ୍ଷରେ ଏହି ଦୁଃଖଦ ଘଟଣା ପରେ ଶକ୍ତି ବିଭାଗର ଚେତା ପଶିଛି।

ଏହି ବୈଠକରେ ଶକ୍ତି ମନ୍ତ୍ରୀଙ୍କ ସହିତ ଶକ୍ତି, ଗ୍ରାମ୍ୟ ଉନ୍ନୟନ ଓ ପରିବହନ ବିଭାଗର ସଚିବମାନେ ବି ସାମିଲ ହୋଇଥିଲେ। ଉକ୍ତ ସ୍ଥାନରେ ଓହଳି ଥିବା ୧୧ କେଭି ତାରକୁ ଉଚ୍ଚ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ମିଶ୍ର କହିଛନ୍ତି। ସେ କହିଛନ୍ତି, ୧୧ କେଭି ତାର ରାସ୍ତା ଉପରୁ ୨୦ ଫୁଟ ଉଚ୍ଚରେ ରହିବା କଥା। ବିଭାଗୀୟ ଜେଇ ୨୦ ଫୁଟରୁ ତଳେ ଥିବା ତାରକୁ ଚିହ୍ନଟ କରିବେ।  ଓହଳି ଥିବା ତାର ଚିହ୍ନଟ କରି ସେମାନେ ସର୍କଲ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଜଣାଇବେ। ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଜଣାଇବା ପରେ ସେ ଏହାର ପ୍ରତିକାର ନିମନ୍ତେ ପଦକ୍ଷେପ ଗ୍ରହଣ କରିବେ। ସେହିଭଳି ବିଦ୍ୟୁତ୍‌ ନିରାପତ୍ତା ନେଇ କର୍ମଶାଳା ମଧ୍ୟ କରାଯିବ ବୋଲି ଶକ୍ତି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।  ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ପରେ  ଶକ୍ତି ବିଭାଗର ଚେତା ପଶିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story